ଖେଳ

ରାମଲୀଳା ମଇଦାନରେ ଧାରଣା ଦେବେ ରେସ୍‌ଲର

ମୁମ୍ବାଇ,୧୭ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୪ ଦିନରେ ପହଞ୍ଚତ୍ଛି। ଏହି ଆନ୍ଦୋଳନ ବର୍ତ୍ତମାନ ରାମଲୀଳା ମଇଦାନକୁ ଯିବାର ସୂଚନା ଦେଇଛନ୍ତି ରେସ୍‌ଲର। ଭାରତର ଅଲିମ୍ପିକ୍ସ…

ଶ୍ରାବଣୀ, ଅମିୟ ଦ୍ରୁତତମ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ଓ ଅମିୟ ମଲିକ ଯଥାକ୍ରମେ ଦ୍ରୁତତମ ଧାବିକା ଓ ଧାବକ ବିବେଚିତ ହୋଇଛନ୍ତି। ଅଲିମ୍ପିଆନ୍‌ ତଥା ତାରକା…

ଲକ୍ଷ୍ନୌର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ,୧୭ା୫: ଆଇପିଏଲ୍‌ର ୬୩ ତମ ମ୍ୟାଚରେ କୃନାଲ ପାଣ୍ଡ୍ୟା(୪୯) ଓ ମାର୍କସ୍‌ ଷ୍ଟୋଇନିସଙ୍କ ୮୯ ରନ୍‌ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୧୭୭ ରନ୍‌ ସ୍କୋର କରିଛି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ। ଏକାନାର ସ୍ଲୋ ଟ୍ରାକ୍‌ରେ ୩୫ ରନରେ ୩ ଉଇକେଟ…

୫ ରନରେ ଜିତିଲା ଏଲଏସଜି…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବିପକ୍ଷରେ ୫ ରନରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ୫ ୱିକେଟ ହରାଇ ୧୭୨ ରନ…

ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ଆଜି ଘରୋଇ ପଡିଆରେ ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ

ଲକ୍ଷ୍ନୌ,୧୬।୫: ଆଇପିଏଲ ୨୦୨୩ର ୬୩ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ(ଏଲଏସ୍‌ଜି) ମୁହାଁମୁହିଁ ହେବେ। ଏହି ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ସା ୭.୩୦ ରେ ଖେଳାଯିବ। ଉଭୟ ଦଳ ପାଇଁ ମ୍ୟାଚ…

ଅର୍ଜୁନ ତେନ୍ଦୁଲକରଙ୍କୁ କାମୁଡିଦେଲା କୁକୁର

ନୂଆଦିଲ୍ଲୀ,୧୬।୫: ଆଜି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଖେଳିବ। ଉଭୟ ଦଳ ପାଇଁ ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଥି ସହିତ ଏହି ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ସା ୭.୩୦ ରେ ଖେଳାଯିବ। ତେବେ…

ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ସୁଝୋ, ୧୬ା୫(ପି.ଟି.): ଭାରତ ସୁଦିରମନ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗ୍ରୁପ୍‌ ‘ସି’ରେ ମାଲେସିଆ ବିପକ୍ଷ ମ୍ୟାଚ୍‌ ହାରିଯାଇଛି। ଦଳର ଏହା ହେଉଛି କ୍ରମାଗତ ଦ୍ୱିତୀୟ ପରାଜୟ। ଏଥିସହ ଭାରତ ଏହି ମିକ୍ସଡ ଟିମ୍‌ ଚାମ୍ପିୟନଶିପ୍‌ରୁ ନକ୍‌ଆଉଟ ହୋଇଛି। ଦଳ ଏହାର ପ୍ରଥମ…

ଧାରଣା ବିଶ୍ୱବ୍ୟାପୀ କରିବାକୁ ଧମକ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୩ ଦିନରେ ପହଞ୍ଚତ୍ଛି। ତେବେ ସରକାର ତୁରନ୍ତ ବ୍ରିଜ୍‌ଭୂଷଣଙ୍କୁ ଗିରଫ ନ କଲେ ଏହି ଆନ୍ଦୋଳନକୁ ବିଶ୍ୱବ୍ୟାପୀ…

ନୀତୀଶ ରାଣାଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୧୬ା୫ (ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଆଇପିଏଲ୍‌ ମ୍ୟାଚ୍‌ରେ ସ୍ଲୋ-ଓଭର ରେଟ୍‌ ବୋଲିଂ ପାଇଁ କୋଲ୍‌କାତା ନାଇଟ ରାଇଡର୍ସ (କେକେଆର) ଅଧିନାୟକ ନୀତୀଶ ରାଣାଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା ହୋଇଛି। ଚଳିତ ସିଜନରେ କେକେଆର ଦ୍ୱିତୀୟଥର…

ଆଇସିସି ନିୟମରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୫(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌ (ଆଇସିସି) ପକ୍ଷରୁ ଏହାର କିଛି ନିୟମରେ ପରିବର୍ତ୍ତନ କରାଯାଇଛି। ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ ଫିଲ୍ଡ ଅମ୍ପାୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?