ଖେଳ

ଭାରତୀୟ ଦଳରୁ ମାତ୍ର ଜଣେ

ଦୁବାଇ,୨୮।୨: ମହିଳା ଟି-୨୦ ବିଶ୍ୱକପ ଶେଷ ହୋଇଛି। କେପଟାଉନରେ ଖେଳାଯାଇଥିବା ଫାଇନାଲରେ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ୧୯ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ଟାଇଟଲ ଜିତିଥିଲା। ଅଷ୍ଟ୍ରେଲୀୟ ମହିଳା ଦଳ ଷଷ୍ଠ ଥର ପାଇଁ ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ବର୍ତ୍ତମାନ…

ମାତୃତ୍ୱ ପରେ ଦୀପ୍ତିଙ୍କୁ ଦ୍ୱିତୀୟ ସୁଯୋଗ

ମୁମ୍ବାଇ,୨୮ା୨: ସ୍ମୃତି ମନ୍ଧାନାଙ୍କ ସହିତ ନିଜର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଭାରତୀୟ ଦଳରୁ ବାଦ ପଡିଥିଲେ। ବିବାହ କରି ଗୋଟିଏ ସନ୍ତାନର ମା’ ହୋଇ ସାରିଥିବା ବେଳେ ସ୍ନେହା ଦୀପ୍ତିଙ୍କୁ ମିଳିଛି କ୍ୟାରିୟରରେ ଦ୍ୱିତୀୟ ସୁଯୋଗ।…

ଅନ୍‌ଲାଇନ୍‌ ଚେସ୍‌: କର୍ତ୍ତବ୍ୟ ଚାମ୍ପିୟନ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ନଳିନୀ ରାଜଗୁରୁ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଗୁଜରାଟର କର୍ତ୍ତବ୍ୟ ଅନାଡକଟ୍‌ ଚାମ୍ପିୟନ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ କର୍ତ୍ତବ୍ୟ ୩୧ଟି ମ୍ୟାଚ୍‌ ଖେଳି ୧୯ଟି ଜିତିଥିବାବେଳେ…

ମୁନୀ ଜାଏଣ୍ଟ୍ସ ଅଧିନାୟିକା

ମୁମ୍ବାଇ, ୨୮।୨: ମାର୍ଚ୍ଚ ୪ରୁ ଆରମ୍ଭ ହେବାକୁ ଯାଉଥିବା ଓମେନ୍ସ ପ୍ରିମିୟର ଲିଗ୍‌ ପାଇଁ ଗୁଜରାଟ ଜାଏଣ୍ଟ୍ସ ଦଳର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିକଟ ଅତୀତରେ ସ୍ଥିର ପ୍ରଦର୍ଶନ ଦେଇ ଆସିଥିବା ଅଷ୍ଟ୍ରେଲିଆର ବେଥ୍‌ ମୁନୀଙ୍କୁ ଦଳର ଅଧିନାୟିକା ଘୋଷଣା…

ଇତିହାସ ରଚିଲେ କେନ ୱିଲିୟମସନ

ଅକଲାଣ୍ଡ,୨୮।୨: ନ୍ୟୁଜିଲାଣ୍ଡର କେନ ୱିଲିୟମସନ ରସ ଟେଲରଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ ୱିଲିୟମସନ ୧୩୨ ସ୍କୋର କରିଥିଲେ। ୱିଲିୟମ୍ସନ ୨୯…

ହରମନପ୍ରୀତ ଅଧିନାୟକ, ନିଲମ ସାମିଲ

ଭୁବନେଶ୍ୱର,୨୮।୨(କ୍ରୀଡ଼ା ପ୍ରତିନିଧି): ମାର୍ଚ୍ଚ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ହେବାକୁଥିବା ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ମ୍ୟାଚ ଗୁଡ଼ିକ ପାଇଁ ସୋମବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଗତ ହକି ବିଶ୍ୱକପରେ ଭାରତୀୟ ଦଳର ନେତୃତ୍ୱ ନେଇଥିବା…

କିକ୍ରେଟ ମଇଦାନକୁ କେବେ ଫେରିବେ ପନ୍ତ? ଉତ୍ତର ରଖିଲେ ଗାଙ୍ଗୁଲି…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଥିଲେ। ଦୁର୍ଘଟଣାରେ ରିଷଭ ପନ୍ତ ଗୁରୁତର ଆହତ ହୋଇଥିଲେ। ଯାହା ଫଳରେ ତାଙ୍କୁ କ୍ରିକେଟ ଠାରୁ ଦୂରରେ ରହିବାକୁ ପଡିଲା। ଏପରିକି ରିଷଭ ଆଇପିଏଲ ୨୦୨୩ରେ…

ବିବାହ ବନ୍ଧନରେ ବାନ୍ଧି ହେଲେ ଶାର୍ଦୁଲ ଠାକୁର

ନୂଆଦିଲ୍ଲୀ,୨୭।୨: ବିବାହ ବନ୍ଧନରେ ବାନ୍ଧି ହେଲେ ଟିମ୍‌ ଇଣ୍ଡିଆର ଷ୍ଟାର୍‌ ଅଲରାଉଣ୍ଡର ଶାର୍ଦୁଲ ଠାକୁର। ସୋମବାର ସେ ତାଙ୍କ ବନ୍ଧୁ ମିତାଲି ପାରୁଲକରଙ୍କୁ ବିବାହ କରିଛନ୍ତି। ମୁମ୍ବାଇରେ ଦୁହେଁ ମରାଠି ରୀତିନୀତିରେ ସାତଫେରା ନେଇଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ…

ଦ୍ୱିତୀୟ ଟେଷ୍ଟ ବିଜୟ ପାଇଁ ୨୧୦ ରନ୍‌

ଓ୍ବେଲିଂଟନ୍‌,୨୭ା୨: ଓ୍ବେଲିଂଟନରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ବିଜୟୀ ହେବାକୁ ଇଂଲଣ୍ଡକୁ ୨୧୦ ରନ୍‌ ଆବଶ୍ୟକ। ପ୍ରଥମ ଇନିଂସରେ ଫଲୋଅନ୍‌ ପରେ ନ୍ୟୁଜିଲାଣ୍ଡ ୪୮୩ ରନ୍‌ର ବିଶାଳ ସ୍କୋର କରିଥିଲା। ପୂର୍ବତନ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ୧୩୨ ରନ୍‌ର ଇନିଂସ ଖେଳିଥିଲେ। ବିଜୟ…

ମାତ୍ର ୨ ବଲ୍‌ରେ ଟି-୨୦ ମ୍ୟାଚ୍‌ ଜିତିଲା ଏହି ଟିମ୍‌

ନୂଆଦିଲ୍ଲୀ,୨୭।୨: ଟି-୨୦ କ୍ରିକେଟ୍‌ରେ ଗୋଟିଏ ଦଳ ଦଳ ମାତ୍ର ୨ ବଲରେ ମ୍ୟାଚ ଜିତିବା ନିହାତି ଆଶ୍ଚର୍ଯ୍ୟର ବିଷୟ। ବହୁତ କମ ଲୋକ ଏଥିରେ ବିଶ୍ୱାସ କରିବେ। କିନ୍ତୁ ଏହା ଘଟିଛି, ତାହା ପୁଣି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ମଧ୍ୟ। ଆଇଲ…

ପାକିସ୍ତାନ ଅଧିନାୟକଙ୍କୁ ପ୍ରଶ୍ନ: କେଶ ପାଚିଲାଣି କେବେ ବିବାହ କରିବ

ଇସଲାମାବାଦ୍‌,୨୭।୨:ନିକଟରେ କ୍ରିକେଟ ଜଗତର ଅନେକ ଖେଳାଳି ବିବାହ କରିଛନ୍ତି। ଭାରତର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ପାକିସ୍ତାନର ଶାହିନ ଆଫ୍ରିଦି, ଶାନ ମାସୁଦ ଏବଂ ଶାଦବ ଖାନ ଏହି ବନ୍ଧନରେ ବାନ୍ଧି ହୋଇଛନ୍ତି। ପାକିସ୍ତାନ ଅଧିନାୟକ ବାବର ଆଜାମ କେବେ ବିବାହ କରିବେ…

ଆଇପିଏଲ-୨୦୨୩ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍‌କା: ବୁମରା ଖେଳିବା ନେଇ ଅନିଶ୍ଚିତତା…

କୋଲକାତା,୨୭।୨ : ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଉତ୍ସାହର ସହିତ ଆଇପିଏଲ-୨୦୨୩ କୁ ଅପେକ୍ଷା କରିଛନ୍ତି। ପ୍ରଶଂସକମାନେ ଚାହୁଁଛନ୍ତି ଯେ ମୁମ୍ବାଇ ଇଣ୍ଡିଆନ୍ସ ପୁଣି ଥରେ ବିଜୟ ଟ୍ରାକକୁ ଫେରୁ। ମୁମ୍ବାଇ ଇଣ୍ଡିଆନ୍ସ ୫ ଥର ଆଇପିଏଲ ଟାଇଟଲ ଜିତିଛି। କିନ୍ତୁ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri