କାର୍ ଦୁର୍ଘଟଣାରେ ପ୍ରସିଦ୍ଧ କ୍ରିକେଟର୍ ଆହତ
ଲଣ୍ଡନ,୧୪।୧୨: ଇଂଲଣ୍ଡର କିମ୍ବଦନ୍ତୀ ଆଣ୍ଡ୍ର୍ୟୁ ଫ୍ଲିଣ୍ଟଫ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଏକ ବିସିସିର ଲୋକପ୍ରିୟ ଟେଲିଭିଜନ ଶୋ ‘ଟପ ଗିଅର୍’ର ଶୁଟିଂ ସମୟରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହା ପରେ ୪୫...
ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୨୭୮/୬
ଚଟ୍ଟଗ୍ରାମ,୧୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍ର ପ୍ରଥମ ଦିନର ଖେଳ ଶେଷ ହେବା ବେଳକୁ ଭାରତ ୬ ଉଇକେଟ ହରାଇ ୨୭୮ ରନ୍ କରିଛି। ଶ୍ରେୟାସ ଆୟର ୮୨ରେ ଖେଳୁଛନ୍ତି। ଭାରତୀୟ...
ସଚିନଙ୍କ ପରେ ପୁଅ ବି କଲେ କମାଲ୍
ମୁମ୍ବାଇ,୧୪।୧୨: ରଣଜୀ ୨୦୨୨-୨୩ ସିଜିନ୍ ଆରମ୍ଭ ହୋଇଛି। ଏହି ସିଜନରେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିଛନ୍ତି। ଅର୍ଜୁନ ଗୋଆରୁ ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିଅର୍ ଆରମ୍ଭ କରିଥିଲେ। ପିତା...
ବଡ଼ ଉପଲବ୍ଧି ହାସଲ କଲେ ପନ୍ତ
ଚଟ୍ଟଗ୍ରାମ,୧୪।୧୨: ଚଟ୍ଟଗ୍ରାମରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟକ୍ତିଗତ ସଫଳତା ହାସଲ କରିବାରେ ସଫଳ ହୋଇଥିଲେ। ସେ ୪୬ ରନର ଇନିଂସରେ ୨ ଛକା ମାରିଥିଲେ। ଟେଷ୍ଟ କ୍ରିକେଟରେ...
ପୂଜାରା-ଆୟାରଙ୍କ ଅର୍ଦ୍ଧଶତକ: ଭାରତର ସ୍କୋର ୨୦୦ ଟପିଲା
ଚଟ୍ଟୋଗ୍ରାମ,୧୪।୧୨: ଚଟ୍ଟୋଗ୍ରାମରେ ବାଂଲାଦେଶ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚେତେଶ୍ୱର ପୂଜାରା ଏବଂ ଶେୟାୟାଶ ଆୟାର ବାଂଲାଦେଶ ବୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ପୂଜାରା ଅର୍ଦ୍ଧଶତକ ହାସଲ କରିବାରେ ସଫଳ ହୋଇଥିଲେ। ଏହି...
ତାଲିକାରେ ବେନ୍ ଷ୍ଟୋକ୍ସ, କାମେରନ ଗ୍ରୀନ୍
ନୂଆଦିଲ୍ଲୀ,୧୪।୧୨ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ମିନି ନିଲାମ ଡିସେମ୍ବର ୨୩ରେ କୋଚିଠାରେ ହେବ। ଏଥିରେ ୮୭ ସ୍ଥାନ ପାଇଁ ୪୦୫ ଖେଳାଳି ନିଲାମରେ ଅବତୀର୍ଣ୍ଣ ହେବେ। ଏଥିରେ ଇଂଲଣ୍ଡ ଟେଷ୍ଟ ଅଧିନାୟକ ଷ୍ଟୋକ୍ସ ଏବଂ ଉଦୀୟମାନ ଅଷ୍ଟ୍ରେଲୀୟ...
ବାରବାଟୀରେ ଜିତିଲା ଭାରତ
ଭୁବନେଶ୍ୱର,୧୪।୧୨(ସ୍ପୋଟର୍ସ ବ୍ୟୁରୋ): କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଦୃଷ୍ଟିବାଧିତ ଟି ୨୦ ବିଶ୍ୱକପର ତୃତୀୟ ମ୍ୟାଚକୁ ଜିତିନେଇଛି ଭାରତ। ବୁଧବାର ନକୁଳ ବଡନାୟକଙ୍କ ଅଲରାଉଣ୍ଡ ସଫଳତା ବଳରେ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରିଥିଲା ଭାରତ। ପ୍ରଥମେ ବ୍ୟାଟିଂ କରି...
ଆଜିଠୁ ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ
ଚଟ୍ଟୋଗ୍ରାମ୍,୧୪।୧୨(ପି.ଟି.): ବୁଧବାର ବାଂଲାଦେଶ ବିପକ୍ଷରେ ଭାରତ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚରେ ଭାରତର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି) ଆଶା ଉଜ୍ଜୀବିତ ରଖିବା ନେଇ ଚିନ୍ତାରେ ରହିଥିବା ବେଳେ ଲୋକେଶ ରାହୁଲଙ୍କ ଅଧିନାୟକତ୍ୱ...
କିସ୍ ଓ ଏଫ୍ଆଇଭିବି ମଧ୍ୟରେ ବୁଝାମଣା
ଭୁବନେଶ୍ୱର, ୧୪।୧୨: ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲର ପ୍ରସାର ନିମନ୍ତେ କିସ୍ ଓ ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫ୍ଆଇଭିବି) ମଧ୍ୟରେ ସୋମବାର ସୁଇଜରଲାଣ୍ଡଠାରେ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। କିସ୍ ପକ୍ଷରୁ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ...
ସ୍ନୋ ସ୍କି ରେସ୍ରେ ଭାଗନେବେ ରଞ୍ଜିତା
ଭୁବନେଶ୍ୱର, ୧୪।୧୨(କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ସ୍କି ଫେଡେରେଶନ ଆନୁକୂଲ୍ୟରେ ସର୍ବିୟାର ଜ୍ଲାଟିବର-ଟର୍ନିକଠାରେ ସିଗୋଟା କପ୍ ଓ ବୋସନିଆଠାରେ ଜାହୋରିନା କପ୍ ଅନ୍ତର୍ଜାତୀୟ ସ୍ନୋ ସ୍କି ଚାମ୍ପିୟନଶିପ୍ ଆସନ୍ତା ମାସରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାର ଆଲ୍ପାଇନ୍ ସ୍କି ବିଭାଗରେ ଅଂଶଗ୍ରହଣ ପାଇଁ...
ସମ୍ମାନ ରଖିଲା ଶତକୀୟ ଭାଗୀଦାରି
ଭୁବନେଶ୍ୱର,୧୪।୧୨(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ରଣଜୀ ଟ୍ରଫି ସିଜନ ୨୦୨୨-୨୩ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ ବିକାଶ ଗ୍ରାଉଣ୍ଡରେ ବରୋଦା ବିପକ୍ଷ ମ୍ୟାଚ ଖେଳି ଓଡ଼ିଶା ଅଭିଯାନ ଆରମ୍ଭ କରିଛି। ଦ୍ୱିତୀୟ ଉଇକେଟରେ ଶାନ୍ତନୁ...
ନେମାର ଦୋଷମୁକ୍ତ
ବାର୍ସିଲୋନା,୧୪।୧୨(ଏପି): ସ୍ପାନିଶ କୋର୍ଟ ଏକ ଜାଲିଆତି ମାମଲାରେ ଫୁଟ୍ବଲ ଷ୍ଟାର ନେମାର ଏବଂ ତାଙ୍କ ସହଯୋଗୀମାନଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୩ରେ ବ୍ରାଜିଲର ଏହି ଖେଳାଳି ସାଣ୍ଟୋସରୁ ବାର୍ସିଲୋନା ବଦଳି ହୋଇଥିଲେ। ଏଥିରେ ଦୁର୍ନୀତି ଓ ଜାଲିଆତି ହୋଇଥିବା ଦର୍ଶାଇ ବ୍ରାଜିଲର...
Archives


