ଖେଳ

ଡ୍ରିମ୍ସକୁ ଘରୋଇ ଗ୍ରାଉଣ୍ଡ କରିବ ସିକିମ

କଟକ ଅଫିସ,୧୭|୫- ଆସନ୍ତା କ୍ରିକେଟ ସିଜନରେ ଡ୍ରମ୍ସକୁ ଘରୋଇ ଗ୍ରାଉଣ୍ଡ ଭାବେ ବ୍ୟବହାର କରିବ ସିକିମ। ଏଠାରେ କୋଚିଂ କ୍ୟାମ୍ପ କରିବା ସହ ମ୍ୟାଚ ଖେଳିବ। ଏହି ପରିପ୍ରେକ୍ଷୀରେ ସିକିମ୍‌ କ୍ରିକେଟ ଆସୋସିଏସନ (ସିସିଏ) କର୍ମକର୍ତ୍ତା ବୁଧବାର ପୂର୍ବାହ୍ନରେ ଡ୍ରିମ୍ସ...

ଫିଟ୍‌ ହେବେ ନୀରଜ

ନୂଆଦିଲ୍ଲୀ,୧୭।୫(ପିଟି)- ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା କହୁଣି ଅସ୍ତ୍ରୋପଚାରରୁ ବିନା ଅସୁବିଧାରେ ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିବେ। କିନ୍ତୁ ବିଶ୍ୱ ଚାମ୍ପିୟନଶିପ୍‌ ସମେତ ଚଳିତ ବର୍ଷ ହେବାକୁ ଥିବା କୌଣସି ଟୁର୍ନାମେଣ୍ଟରେ ସେ ଅଂଶଗ୍ରହଣ କରିବେ ନାହିଁ ବୋଲି...

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ ଗୋଟିଏ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ ଶୂନରେ ଆଉଟ ହୋଇ ଅଜବ ରେକର୍ଡ...

ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜ: ବାଂଲାଦେଶର ସହଜ ବିଜୟ

ଡବ୍ଲିନ୍‌,୧୬।୫- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜରେ ବୁଧବାର ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ବାଂଲାଦେଶ ୪୨ଟି ବଲ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଟସ୍‌ ଜିତି ଘରୋଇ ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ...

ଫିଟ୍‌ ରହିବାକୁ ଯୋଗ କରୁଛନ୍ତି ଗେଲ୍‌

ନୂଆଦିଲ୍ଲୀ,୧୬।୫(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଏଥର କ୍ୟାରିୟର ପଞ୍ଚମ ତଥା ଅନ୍ତିମ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ୩୯ ବର୍ଷରେ ମଧ୍ୟ ସେ ନିଜକୁ ଆବଶ୍ୟକ ଅନୁସାରେ ଫିଟ୍‌ ରଖିପାରିଛନ୍ତି। ଏଥିପାଇଁ ସେ ନିଜସ୍ବ ଢ଼ଙ୍ଗରେ ପ୍ରୟାସ ଜାରି...

ନିର୍ବାଚିତ ସଂସ୍ଥା କ୍ରିକେଟ ପରିଚାଳନା କରିବା ଉଚିତ: ନରସିହ୍ମା

ନୂଆଦିଲ୍ଲୀ,୧୬।୫(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚିତ ସଂସ୍ଥା ବା ବ୍ୟକ୍ତିମାନଙ୍କ ଦ୍ୱାରା ପରିଚାଳିତ ହେବା ଉଚିତ୍‌ ବୋଲି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ପି.ଏସ. ନରସିହ୍ମା କହିଛନ୍ତି। କୋର୍ଟ କିମ୍ବା ତାଙ୍କ ଦ୍ୱାର ନିଯୁକ୍ତି ପାଇଥିବା...

ବିବାହ ବନ୍ଧନରେ ନଟରାଜ

କଟକ ଅଫିସ,୧୬ା୫- ରାଜ୍ୟ କ୍ରିକେଟର ତାରକା ଖେଳାଳି ତଥା ପୂର୍ବତନ ଅଧିନାୟକ ନଟରାଜ ବେହେରା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ବେଙ୍ଗାଲୁରୁରେ ବୈଦିକ ରୀତିରେ ବୁଧବାର ନଟରାଜଙ୍କ ବିବାହ ସମ୍ପନ୍ନ ହୋଇଛି । ବାନ୍ଧବୀ ଶୁଭଲକ୍ଷ୍ମୀ ଶତପଥୀଙ୍କୁ ନଟରାଜ...

ନିମପୁର କୋଚିଂ କ୍ଲିନିକ୍‌ ୨୫ରୁ

କଟକ ଅଫିସ,୧୬ା୫:  ଏମଏସ୍‌ ଧୋନୀ କ୍ରିକେଟ ଏକାଡେମୀ ଆନୁକୂଲ୍ୟରେ ଦେଶର ୨୦ଟି ସହରରେ କ୍ରିକେଟ କୋଚିଂ କ୍ଲିନିକ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୫ରୁ ୩୧ ପର୍ଯ୍ୟନ୍ତ ସ୍ଥାନୀୟ ନିମପୁର ଗ୍ରାଉଣ୍ଡରେ ଏହି କ୍ଲିନିକ ଆୟୋଜନ କରାଯିବ। ବୁଧବାର...

ରୋହିତ ଶର୍ମା ମୋ ସ୍ତ୍ରୀ ନୁହଁନ୍ତି: ଶିଖର ଧାଓ୍ବନ

ନୂଆଦିଲ୍ଲୀ, ୧୫।୫: ଆଇପିଏଲ ମହାସମର ଶେଷ ହେବା ପରେ ଏବେ ଇଂଲଣ୍ଡରେ ଆୟୋଜିତ ହେବାକୁ ଥିବା ଆଇସିସି କ୍ରିକେଟ ବିଶ୍ୱକପ ଉପରେ ସମସ୍ତଙ୍କ ନଜର ରହିଛି। ଏଥିପାଇଁ ଖେଳାଳିମାନେ ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି। ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌...

ସୌରଜିତ, ସୁବ୍ରତ ଏନ୍‌ସିଏ ଲେଭଲ-ବି କୋଚ୍‌

କଟକ ଅଫିସ,୧୫ା୫- ଓଡ଼ିଶାର ଦୁଇ ପୂର୍ବତନ ଖ୍ୟାତିସମ୍ପନ୍ନ କ୍ରିକେଟର ସୌରଜିତ ମହାପାତ୍ର ଓ ସୁବ୍ରତ କୁମାର ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଲେଭଲ-ବି କୋଚ୍‌ ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି। ଗତ ନଭେମ୍ବର ୧୨ ଓ ୧୩ ତାରିଖରେ ...

ଭାରତ ଏ’ ଦଳରେ ରିଦ୍ଧିମାନ, ପନ୍ତ

ନୂଆଦିଲ୍ଲୀ,୧୫।୫(ପି.ଟି.)- ଉଇକେଟକିପର ରିଦ୍ଧିମାନ ଶାହା ଭାରତ ଏ’ରେ ସାମିଲ ହୋଇଛନ୍ତି। ଭାରତ ଏ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରି ୫ଟି ଦିନିକିଆ ଓ ୩ଟି ୪ ଦିନିଆ ମ୍ୟାଚ୍‌ ଖେଳିବ। ଜୁଲାଇ ୧୧ ତାରିଖରୁ ପ୍ରଥମ ୫ ମ୍ୟାଚ ବିଶିଷ୍ଟ...

ମୋ ଜୀବନରେ ନକାରାତ୍ମକ ଚିନ୍ତାର ସ୍ଥାନ ନାହିଁ’

ନୂଆଦିଲ୍ଲୀ, ୧୫।୫(ପି.ଟି.)- ଇଂଲଣ୍ଡର ସୁଇଂ ବୋଲିଂ କଣ୍ଡିଶନରେ ଭାରତର ଶିଖର ଧାଓ୍ବନଙ୍କ ବ୍ୟାଟିଂ ଟେକ୍ନିକ୍‌ ସଫଳ ହେବାନେଇ ଆଶଙ୍କା ରହିଛି। ମାତ୍ର ଏହାକୁ ନେଇ ଚିନ୍ତିତ ନୁହନ୍ତି ଏହି ଭାରତୀୟ ଓପନର। ଆଇସିସି ବିଶ୍ୱକପରେ ସେ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି।...

Ten Cric Info
Advertisement


Archives

Model This Week

Why Dharitri