ଓଡ଼ିଶା ଏଫ୍ସି ସହ ଅମରିନ୍ଦରଙ୍କ ନୂଆ ଚୁକ୍ତି
ଭୁବନେଶ୍ୱର, ୧୩ା୫(ସ୍ପୋଟର୍ସ ବ୍ୟୁରୋ): ଅମରିନ୍ଦର ସିଂ ଏକ ନୂଆ ଚୁକ୍ତିରେ ସ୍ବାକ୍ଷର କରିଥିବା ଓଡ଼ିଶା ଏଫ୍ସି ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଫଳତଃ ସେ ଏହି କ୍ଲବ ସହ ୨୦୨୬ ପର୍ଯ୍ୟନ୍ତ ରହିବେ। ୨୦୨୩ ହିରୋ ଇଣ୍ଡିଆନ ସୁପର ଲିଗ୍ (ଆଇଏସଏଲ୍)ରେ…
ଅଲିମ୍ପିକ୍ସ ପଦକ ଶ୍ୱେତାରାଣୀଙ୍କ ସ୍ବପ୍ନ
୨୦୨୩ ମେ ୭ରେ ରୁଷିଆର ମସ୍କୋରେ ଅନୁଷ୍ଠିତ ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିୟନଶିପ୍ର ସବ୍ଜୁନିୟର ବାଳିକା ୪୮ କେଜି ସାଣ୍ଡା (ଫାଇଟ୍) ବର୍ଗରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଶାର ଶ୍ୱେତାରାଣୀ ମହନ୍ତ। ମିନାଲ ନାମରେ…
ବାପା ଭୂମିକା ତୁଲାଇବେ ଦୂତୀ
ଭୁବନେଶ୍ୱର, ୧୩।୫ (କ୍ରୀଡ଼ା ପ୍ରତିନିଧି): ସମଲିଙ୍ଗୀ ବିବାହକୁ ନେଇ ତର୍କବିତର୍କ ଲାଗି ରହିଥିବାବେଳେ ଭାରତର ସ୍ପ୍ରିଣ୍ଟ୍ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ୪ ବର୍ଷ ତଳେ ସମଲିଙ୍ଗୀ ବିବାହ ସମ୍ପର୍କରେ ପ୍ରକାଶ କରି କ୍ରୀଡ଼ା ମହଲରେ…
୨୭ ରନରେ ମୁମ୍ବାଇ ବିଜୟୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ମୁମ୍ବାଇ ୨୦ ଓଭରରେ ୫ ଉଇକେଟ ହରାଇ ୨୧୮ ରନ କରିଥିଲା। ଫଳରେ ଗୁଜରାଟ ପାଇଁ…
ଗୁଜରାଟକୁ ୨୧୯ ରନର ଟାର୍ଗେଟ୍ ଦେଲା ମୁମ୍ବାଇ…
ମୁମ୍ବାଇ,୧୨।୫ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ମୁମ୍ବାଇ ୨୦ ଓଭରରେ ୫ ଉଇକେଟ୍ ହରାଇ ୨୧୮ ରନ କରିଛି । ଫଳରେ ଗୁଜରାଟ ପାଇଁ…
ଟସ୍ ଜିତିଲା ଜିଟି, ବୋଲିଂ କରିବ…
ମୁମ୍ବାଇ,୧୨।୫ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ…
ଆଇପିଏଲର ୫୭ ତମ ମ୍ୟାଚ: ଆଜି ଜିଟି-ଏମ୍ଆଇ ଲଢେଇ
ମୁମ୍ବାଇ,୧୨।୫: ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମୁହାଁମୁହିଁ ହେବେ। ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଖେଳାଯିବ। ଏହି ମ୍ୟାଚ ଜିତି ଗୁଜୁରାଟ ଦଳ…
ଆଇପିଏଲ୍ ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ
କୋଲକାତା,୧୨ା୫: ଆଇପିଏଲ୍ ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି ରାଜସ୍ଥାନ ରୟାଲ୍ସର ଓପନିଙ୍ଗ ବ୍ୟାଟର ଯଶସ୍ବୀ ଜୟସ୍ବାଲ। ମାତ୍ର ୧୩ ବଲ୍ରୁ ଅର୍ଦ୍ଧଶତକ ସହିତ ସେ ଇତିହାସ ରଚିଛନ୍ତି। ଆଇପିଏଲ୍ ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରି ସେ ଲୋକେଶ ରାହୁଲ…
ଭାରତୀୟ ଦଳରେ ସ୍ଥାନ ପାଇପାରନ୍ତି ରିଙ୍କୁ
ନୂଆଦଲ୍ଲୀ, ୧୨ା୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଭଲ ପ୍ରଦର୍ଶନ କରୁଥିବାରୁ କୋଲକାତା ନାଇଟ ରାଇଡର୍ସ (କେକେଆର) ଯୁବ ବାମହାତି ଖେଳାଳି ରିଙ୍କୁ ସିଂ ଖୁବ୍ ଶୀଘ୍ର ଭାରତୀୟ କ୍ରିକେଟ ଦଳ ପାଇଁ ଡକରା ପାଇପାରନ୍ତି ବୋଲି ପୂର୍ବତନ ସ୍ପିନର ହରଭଜନ…
ଭାରତ ତୃତୀୟ ସ୍ଥାନକୁ ଖସିଲା
ଦୁବାଇ,୧୨ା୫: ସଦ୍ୟ ପ୍ରକାଶିତ ଆଇସିସି ପୁରୁଷ ଅନ୍ତର୍ଜାତୀୟ ଦିନିକିଆ ର଼୍ୟାଙ୍କିଙ୍ଗ ଟିମ୍ ତାଲିକାରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନ ଅଧିକାର କରିଛି। ଅଷ୍ଟ୍ରେଲିଆ ପୂର୍ବଭଳି ପ୍ରଥମ ସ୍ଥାନରେ ରହିଛି। ବାର୍ଷିକ ଅପ୍ଡେଟ୍ରେ ୫ ଥର ବିଶ୍ୱ ଚାମ୍ପିୟନ…
ତୃତୀୟ ସ୍ଥାନରେ ରାଜସ୍ଥାନ
କୋଲକାତା,୧୨ା୫: ଇଡେନ ଗାର୍ଡେନ୍ସରେ ଆଇପିଏଲ୍ର ୫୬ ତମ ମ୍ୟାଚରେ ୟୁଜବେନ୍ଦ୍ର ଚହଲଙ୍କ ଘାତକ ବୋଲିଂ ଓ ଯଶସ୍ବୀ ଜୟସ୍ବାଲଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ ରାଜସ୍ଥାନ ରୟାଲ୍ସ ୯ ଉଇକେଟରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ପରାସ୍ତ କରିଛି। ୧୨ତମ ମ୍ୟାଚରୁ ଷଷ୍ଠ ବିଜୟ…
ରାଜସ୍ଥାନ ରୟାଲ୍ସର ସହଜ ବିଜୟ…
କୋଲକାତା,୧୧।୫: ଆଇପିଏଲ ୨୦୨୩ର ୫୬ତମ ମ୍ୟାଚ ଗୁରୁବାର କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ କେକେଆର ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଛି। ଫଳରେ ଆରଆର ପାଇଁ…

