ଖେଳ

ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ

ରାଉରକେଲା ଅଫିସ,୧୧ା୫: ରାଉରକେଲା ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ସପ୍ତମ ଦିନରେ ବୁଧବାର ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ ହୋଇଛି। ପ୍ରଥମ ମ୍ୟାଚରେ ହରିୟାଣା ୧୯-୦ ଗୋଲରେ ତାମିଲନାଡୁକୁ ପରାସ୍ତ…

ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୧।୫ (କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ପଟାୟାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ ଅବ୍ୟାହତ ରହିଛି। ବୁଧବାର ଦ୍ୱିତୀୟ ଦିବସରେ ପ୍ରମୋଦ ଭଗତ ଡବଲ ବିଜୟ ହାସଲ କରିଛନ୍ତି। ମନିଷା ରାମଦାସ ଓ ପ୍ରମୋଦ ଯୋଡ଼ି…

ପଞ୍ଚମ ବିଜୟ ସହ ଦ୍ୱିତୀୟରେ ଓଡ଼ିଶା ଏଫ୍‌ସି

ଅହମଦାବାଦ, ୧୧।୫: ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଓଡ଼ିଶା ଏଫ୍‌ସି ପଞ୍ଚମ ବିଜୟ ହାସଲ କରିଛି। ବୁଧବାର ଶାହିବାଗ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଭିତ୍ତିକ ଏହି ଦଳ ୩-୦ ଗୋଲରେ ସେଲ୍‌ଟିକ୍‌ କୁଇନ୍ସ ଏଫ୍‌ସିକୁ ପରାସ୍ତ କରିଛି। ଆରମ୍ଭରୁ…

ଦିଲ୍ଲୀକୁ ହରାଇ ଚେନ୍ନାଇର ସପ୍ତମ ବିଜୟ

ଚେନ୍ନାଇ,୧୦ା୫: ଚେନ୍ନାଇର ଏମ୍‌.ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳା ଯାଇଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ୨୭ ରନ୍‌ରେ ବିଜୟୀ ହୋଇଛି । ୧୨ଟି ମ୍ୟାଚରୁ ଚେନ୍ନାଇ ୭ଟିରେ ବିଜୟ ହୋଇ ୧୫ ପଏଣ୍ଟ ସହ ଟେବୁଲର ଦ୍ୱିତୀୟ…

ଦିଲ୍ଲୀ ଆଗରେ ୧୬୮ରନ୍‌ର ବିଜୟ ଟାର୍ଗେଟ୍‌

ଚେନ୍ନାଇ,୧୦।୫: ଚେନ୍ନାଇସ୍ଥିତ ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଏମ୍‌ଏସ୍‌ ଧୋନି ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୮…

ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତ୍ତି

ଚେନ୍ନାଇ,୧୦।୫ : ଚେନ୍ନାଇସ୍ଥିତ ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଏମ୍‌ଏସ୍‌ ଧୋନି ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କରିବ।…

ଧୋନୀଙ୍କୁ ନେଇ ଏମିତି ଭବିଷ୍ୟବାଣୀ କଲେ ଏହି ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୦ା୫: ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୨୩ର ପ୍ଲେ ଅଫ୍‌ରେ ପହଞ୍ଚିବାଠାରୁ ମାତ୍ର କିଛି ପାଦ ଦୂରରେ ରହିଛି। ଗତ ସିଜନରେ ବିପର୍ଯ୍ୟୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ଏହି ସିଜନରେ ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି। ଏହି ସିଜନରେ କ୍ରମାଗତ…

ବ୍ରିଜଭୂଷଣଙ୍କ ଲାଏ ଡିଟେକ୍‌ଶନ ଏବଂ ନାର୍କୋ ଟେଷ୍ଟ କରାଯାଉ

ନୂଆଦିଳ୍ଲୀ,୧୦ା୫: ଭାରତୀୟ ରେସଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ରେସ୍‌ଲର ଦିଲ୍ଳୀର ଯନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି। ଆନ୍ଦୋଳନକୁ ୧୫ ଦିନ ହୋଇଥିବା ବେଳେ ଖେଳାଳିମାନେ ବୁଧବାର ବ୍ରିଜ୍‌ଭୂଷଣଙ୍କ ଲାଏ ଡିଟେକ୍‌ଶନ ଓ ନାର୍କୋ ଟେଷ୍ଟ କରିବାକୁ…

୨୦୨୩ ବିଶ୍ୱକପ୍‌ ଘୋଷଣା: ଏହିଦିନ ଖେଳିବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୧୦ା୫: କ୍ରିକେଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତବର୍ଷ ଭାରତରେ ଓଡିଆଇ ବିଶ୍ୱକପ୍‌ କ୍ରିକେଟ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମ୍ୟାଚ୍‌ରେ ବିଶ୍ୱର ଶ୍ରେଷ୍ଠ ଦଳଗୁଡ଼ିକ ଅଂଶଗ୍ରହଣ କରିବେ। ଓଡିଆଇ ବିଶ୍ୱକପ୍‌ ୨୦୨୩ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଅକ୍ଟୋବର ୧୫ରେ…

ଦିଲ୍ଲୀ ବିପକ୍ଷ ମ୍ୟାଚ ପୂର୍ବରୁ ଟିମ୍‌କୁ ଫେରିବେ ବେନ ଷ୍ଟୋକ୍ସ? ବ୍ୟାଟିଂ କୋଚ୍‌ ଦେଲେ ସୂଚନା…

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୩ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ମଧ୍ୟ ଖେଳାଯିବ। ତେବେ ମ୍ୟାଚ ପୂର୍ବରୁ ସିଏସ୍‌କେର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ ବିଷୟରେ ଏକ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। କୁହାଯାଉଛି କି, ବେନ…

କେ.ଏଲ ରାହୁଲଙ୍କ ଅସ୍ତ୍ରୋପଚାର ସଫଳ

ନୂଆଦିଲ୍ଲୀ,୧୦।୫: ଆଇପିଏଲର ୧୬ ତମ ସିଜନରେ ଲକ୍ଷ୍ନୌ ସୁପର ଜିଆଣ୍ଟସର ଅଧିନାୟକ କେ.ଏଲ ରାହୁଲ ଆହତ କାରଣରୁ ମ୍ୟାଚରୁ ବାଦ୍‌ ପଡିଛନ୍ତି। ଇତି ମଧ୍ୟରେ କେ.ଏଲ ରାହୁଲଙ୍କ ଅସ୍ତ୍ରୋପଚାର ସଫଳ ହୋଇଥିବା ନେଇ ରାହୁଲ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକମାନଙ୍କୁ…

ଆଇପିଏଲର ୫୫ତମ ମ୍ୟାଚରେ ଧୋନି-ଓ୍ବାର୍ନର ଲଢ଼େଇ, ଡିସି ପାଇଁ କର ବା ମର ସ୍ଥିତି…

ବେଙ୍ଗାଲୁରୁ,୧୦।୫ : ଆଇପିଏଲ ୨୦୨୩ର ୫୫ତମ ମ୍ୟାଚ ବୁଧବାର ଖେଳାଯିବ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ । ଗୋଟିଏ ପଟେ କ୍ୟାପଟେନ ଏମଏସ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ଅନ୍ୟ ପଟେ କ୍ୟାପଟେନ ଢେଭିଡ ୱାର୍ନରଙ୍କ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ଅଛି। ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?