ଖେଳ

ଚିତ୍ରଭେଲ, ଅବିନାଶ, ପାରୁଲଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ, ୮ା୫ (ପି.ଟି.): ବିଶ୍ୱ ଆଥ୍‌ଲେଟିକ୍ସ ଦିବସରେ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି ଟ୍ରିପଲ ଜମ୍ପର ପ୍ରବୀଣ ଚିତ୍ରଭେଲ, ୫୦୦୦ ମିଟର ଧାବକ ଓ ଧାବିକା ଅବିନାଶ ସାବଲେ ଏବଂ ପାରୁଲ ଚୌଧାରୀ। କ୍ୟୁବାରେ ପ୍ରବୀଣ ଜାତୀୟ ରେକର୍ଡ ଭାଙ୍ଗିବା ସହିତ ୨୦୨୩…

ଜେରେମିଙ୍କୁ ରୌପ୍ୟ ପଦକ

ଜିଞ୍ଜୁ(କୋରିଆ),୮ା୫(ପି.ଟି.): କୋରିଆର ଜିଞ୍ଜୁରେ ଅନୁଷ୍ଠିତ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଭାରତର ଜେରେମି ଲାଲରିନ୍ନୁଙ୍ଗାଙ୍କୁ ରୌପ୍ୟ ପଦକ ମିଳିଛି। ସେ ସ୍ନାଚ୍‌ରେ ରୌପ୍ୟ ପଦକ ହାସଲ କରିଥିଲେ ସୁଦ୍ଧା କ୍ଲିନ୍‌ ଆଣ୍ଡ ଜର୍କରେ ଇଭେଣ୍ଟ ଫିନିଶ କରିବାରେ ସଫଳ ହୋଇ ନ ଥିଲେ।…

ଚଣ୍ଡିଗଡ଼, ବିହାରର ବୃହତ୍‌ ବିଜୟ

ଭୁବନେଶ୍ୱର, ୮।୫ (କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ରବିବାର ଅନୁଷ୍ଠିତ ୪ଟି ମ୍ୟାଚରେ ପଞ୍ଜାବ, ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ଼ ଓ ବିହାର ଦଳ ବିଜୟ ହାସଲ କରିଛି। ଦିବସର…

ଓଡ଼ିଶା ପ୍ରତିଯୋଗୀଙ୍କୁ ୫ ସ୍ବର୍ଣ୍ଣ ସହ ୮ ପଦକ

ଭୁବନେଶ୍ୱର, ୮।୫(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ରବିବାର ଶେଷ ହୋଇଥିବା ୫ମ ଇଣ୍ଡିଆନ ଓପନ୍‌ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ ଓଡ଼ିଶାକୁ ୨ଟି ସ୍ବର୍ଣ୍ଣ ପଦକ ମିଳିଛି। ଏହାକୁ ମିଶାଇ ଓଡ଼ିଶା ମୋଟ୍‌ ୮ ପଦକ ଜିତିଛି।…

୪ ୱିକେଟରେ ଜିତିଲା ଏସଆରଏଚ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର) ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ୪ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏସଆରଏଚ ୨୦ ଓଭରରେ ୬ ୱିକେଟ ହରାଇ ୨୧୭ ରନ…

ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ,ଏସଆରଏଚ ପାଇଁ ବିଜୟ ଲକ୍ଷ୍ୟ ୨୧୫ ରନ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ରବିବାର ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ ଜିତି ଆରଆର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ଅଧିନାୟକ…

ଜେରେମିଙ୍କୁ ମିଳିଲା ରୌପ୍ୟ

ଜିଞ୍ଜୁ(କୋରିଆ),୭ା୫: କୋରିଆର ଜିଞ୍ଜୁରେ ହୋଇଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଭାରତର ଜେରେମି ଲାଲରିନ୍ନୁଙ୍ଗାଙ୍କୁ ରୌପ୍ୟ ପଦକ ମିଳିଛି। ସେ ସ୍ନାଚ୍‌ରେ ରୌପ୍ୟ ପଦକ ହାସଲ କରିଥିଲେ ସୁଦ୍ଧା କ୍ଲିନ୍‌ ଆଣ୍ଡ ଜର୍କରେ ଇଭେଣ୍ଟ ଫିନିଶ କରିବାରେ ସଫଳ ହୋଇ ନ ଥିଲେ।…

୫୬ ରନରେ ଜିତିଲା ଜିଟି…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି)କୁ ୫୬ ରନରେ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର ବିଛା କରି ଏଲଏସଜି ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୭୧ ରନ କରିଥିଲା। ଏଲଏସଜି…

ଟସ ଜିତିଲା ଆରଆର, ପ୍ରଥମେ ବ୍ୟାଟିଂ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ରବିବାର ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ ଜିତି ଆରଆର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦଳ ଅଧିନାୟକ…

ଜନ୍ତର ମନ୍ତରେ ଟିକେଟ ବଣ୍ଟା ଯାଉନି ଯାହାକୁ ନେଇ ରାଜନୀତି ହେବ: ରାକେଶ ଟିକାଏତ

ନୂଆଦିଲ୍ଲୀ,୭।୫: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ରେସଲର ପ୍ରୋଟେଷ୍ଟ ଜାରି ରହିଛି। ଦେଶର ଏହି ମହିଳା ଖେଳାଳିଙ୍କ ସମର୍ଥନରେ ଧିରେ ଧିରେ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିରେ ମୁଖ୍ୟତଃ ପଞ୍ଜାବ ଓ ହରିୟାଣାର ଲୋକେ ଏକାଠି ହେଉଛନ୍ତି। ରବିବାର ଏଠାରେ କୃଷକ…

ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୨୨୮ ରନ…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏଲଏସଜି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ…

ଟସ ଜିତିଲା ଏଲଏସଜି, ପ୍ରଥମେ ବୋଲିଂ…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏଲଏସଜି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?