ଖେଳ

ମହିଳା ଟି-୨୦ ବିଶ୍ୱକପ୍‌: ଭାରତର ଦ୍ୱିତୀୟ ବିଜୟ

କେପଟାଉନ୍‌,୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ମଧ୍ୟ ଜିତିଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ…

ମାତ୍ର କିଛି ଘଣ୍ଟା ପରେ ନମ୍ବର-୧ ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୧୫।୨: ଆଇସିସି ଟେଷ୍ଟ ମାନ୍ୟତା ଦୃଷ୍ଟିରୁ ବୁଧବାର ଏକ ରୋଚକ ଦିନ ଥିଲା। ଭାରତୀୟ ଦଳ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ହୋଇଥିଲା, ମାତ୍ର ସାଢେ ୪ ଘଣ୍ଟା ପରେ ଅଷ୍ଟ୍ରେଲିଆ ଦଳ ପୁଣି ଏକ ନମ୍ବର ସ୍ଥାନରେ ରହିଲା।…

ଇତିହାସ ସୃଷ୍ଟି କଲେ ଦୀପ୍ତି ଶର୍ମା

କେପଟାଉନ୍‌, ୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୧୧୯ ରନର ବିଜୟ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ ହରାଇ ୧୧୮ ରନ ସଂଗ୍ରହ…

ଭାରତକୁ ୧୧୯ ରନ୍‌ର ଟାର୍ଗେଟ୍‌ ଦେଲା ଓ୍ବେଷ୍ଟଇଣ୍ଡିଜ

କେପଟାଉନ୍‌, ୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଭାରତକୁ ୧୧୯ ରନ୍‌ର ଟାର୍ଗେଟ୍‌ ଦେଇଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୧୮ ରନ ସଂଗ୍ରହ କରିଛି। ୱେଷ୍ଟଇଣ୍ଡିଜ ପକ୍ଷରୁ…

୯୧ କୋଟିର ମାଲିକ ହାର୍ଦ୍ଦିକ ! ମଇଦାନ ସହ ରୋଜଗାର ମାମଲାରେ…

ନୂଆଦିଲ୍ଲୀ,୧୫।୨: ବର୍ତ୍ତମାନ ସମୟରେ ଟିମ୍‌ ଇଣ୍ଡିଆର ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରୁ ଜଣେ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା। ୨୦୧୬ରେ ଟି୨୦ରେ ଡେବ୍ୟୁ କରିଥିଲେ ସେ। ଏହାପରଠାରୁ ସେ ସଫଳତାର ପାହାଚ ଚଢ଼ି ଚାଲିଛନ୍ତି। ମଇଦାନ ସହ ରୋଜଗାର ମାମଲାରେ ବି ସେ ବହୁତ…

ଭାବୁକ ହେଲେ ଧାଓ୍ବନ: କହିଲେ ‘କ୍ରିକେଟରେ ନିଜର ସର୍ବଶ୍ରେଷ୍ଠ ଦେଇଛି, ହେଲେ…

ନୂଆଦିଲ୍ଲୀ,୧୫।୨: ପ୍ରଦର୍ଶନ ସତ୍ତ୍ୱେ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ଓପନର୍‌ ଶିଖର ଧାଓ୍ବନ। ରୋହିତ ଶର୍ମା ଏବଂ କେ ଏଲ୍‌ ରାହୁଲଙ୍କୁ ବିଶ୍ରାମ ଦିଆଯିବା ସମୟରେ ନଭେମ୍ବରରେ ତାଙ୍କୁ ଟିମ୍‌ ଇଣ୍ଡିଆ ଅଧିନାୟକ କରାଯାଇଥିଲା। ହେଲେ ଏହାପରେ ତାଙ୍କୁ ସୁଯୋଗ ମିଳିନାହିଁ।…

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୫।୨: ଟି-୨୦ ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଆଜି ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଏହି ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ପୁଣି ସାରା ତେନ୍ଦୁଲକରଙ୍କୁ ନେଇ ଚର୍ଚ୍ଚାରେ ଶୁଭମନ; ପ୍ରଶଂସକ କହୁଛନ୍ତି ‘ଚୋରି ଧରା ପଡ଼ିଗଲା’

ନୂଆଦିଲ୍ଲୀ,୧୫।୨: ପୁଣି ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ କ୍ରିକେଟର ଶୁଭମନ ଗିଲ। ମଙ୍ଗଳବାର ଭ୍ୟାଲେଣ୍ଟାଇନ୍‌ ଡେ’ ଉପଲକ୍ଷେ ସେ ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ। ଏହାପରେ ତାଙ୍କ ନାଁ ଆଉ ଥରେ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କ…

କ୍ରିକେଟ୍‌ରଙ୍କୁ ଟିପ୍ସ ଦେବେ ସାନିଆ

ବେଙ୍ଗାଲୁରୁ,୧୫।୨: ମହିଳା ପ୍ରିମିୟର ଲିଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ମେଣ୍ଟର ଭାବରେ ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ନିଯୁକ୍ତ ହୋଇଛନ୍ତି। ବୁଧବାର ଟୁଇଟର୍‌ ମାଧ୍ୟମରେ ଆରସିବି ଏହା ନିଶ୍ଚିତ କରିଛି। ଆରସିବିର ଟୁଇଟର୍‌ରେ କହିଛି, ମହିଳାମାନଙ୍କ ପାଇଁ ଭାରତୀୟ…

ବିଶ୍ୱର ନମ୍ବର-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୧୫।୨: ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଷ୍ଟ ମାନ୍ୟତାରେ, ଯେଉଁଠାରେ ଟିମ ଇଣ୍ଡିଆ…

ଜାତୀୟ ସ୍କି ଓ ସ୍ନୋବୋର୍ଡ ଚାମ୍ପିୟନଶିପ୍‌ ଉପରେ ନଜର

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁ-କଶ୍ମୀରର ଗୁଲ୍‌ମାର୍ଗରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ାରେ ପ୍ରଭାବୀ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିତିଥିବା ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା ବେହେରା ଏବେ ଜାତୀୟ ଚାମ୍ପିୟନଶିପ୍‌ ଉପରେ ନଜର କେନ୍ଦ୍ରୀଭୂତ କରିଛନ୍ତି। ଉତ୍ତରାଖଣ୍ଡର ଅଉଲିଠାରେ…

ଆଜି କଟକ ଆସିବେ ରାଇନା ଓ ପ୍ରଜ୍ଞାନ

କଟକ ଅଫିସ,୧୫।୨: ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଏବଂ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆର କପୁରସିଂହ ଖେଳ ପଡ଼ିଆରେ ଏମଜିଏମ ସ୍କୁଲ ଅଫ ସ୍ପୋଟର୍‌ସ ଆଣ୍ଡ ସେର ଅଫ ଏକ୍ସିଲେନ୍ସ ଫର କ୍ରିକେଟ ଏକାଡେମୀ ଉଦ୍‌ଘାଟିତ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri