ଖେଳ

ଟସ ଜିତିଲା ସିଏସକେ, ପ୍ରଥମେ ବୋଲିିଂ…

ଲକ୍ଷ୍ନୌ,୩।୫ : ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମୁହାଁମୁହିଁ ହୋଇଛନ୍ତି। ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ…

କେ.ଏଲ ରାହୁଲଙ୍କ ସ୍ଥାନରେ କ୍ରୁନାଲ ପାଣ୍ଡ୍ୟା ଦଳର ଅଧିନାୟକ

ନୂଆଦିଲ୍ଲୀ,୩।୫ : ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ବୁଧବାର ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ମ୍ୟାଚ ପୂର୍ବରୁ ଲକ୍ଷ୍ନୌ ଏକ ଅସୁବିଧାର ସମ୍ମୁଖୀନ ହୋଇଛି।…

ଦିଲ୍ଲୀରେ କୁସ୍ତିଯୋଦ୍ଧାଙ୍କୁ ଭେଟିଲେ ପି.ଟି. ଉଷା

ନୂଆଦିଲ୍ଲୀ,୩।୫: ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ପି.ଟି. ଉଷା ବୁଧବାର ଦିଲ୍ଲୀର ଯନ୍ତରମନ୍ତରରେ ପହଞ୍ଚି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନଙ୍କୁ ଭେଟିଛନ୍ତି। ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାମାନଙ୍କ ଉପରେ ଗତ ସପ୍ତାହରେ ପି.ଟି. ଉଷା କ୍ଷୁବ୍ଧ ହୋଇଥିଲେ। ଉଷା କହିଥିଲେ, କୁସ୍ତିଯୋଦ୍ଧାମାନେ କ୍ରୀଡ଼ାବିତ୍‌ଙ୍କ ଭାବମୂର୍ତ୍ତିକୁ…

ସିଏସ୍‌କେ ବିପକ୍ଷ ମ୍ୟାଚରୁ ବାଦ୍‌ ପଡିପାରନ୍ତି କେ.ଏଲ ରାହୁଲ

ନୂଆଦିଲ୍ଲୀ,୩।୫: ଆଇପିଏଲର ଏହି ସିଜନରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଅଧିନାୟକ କେ.ଏଲ ରାହୁଲଙ୍କୁ ପଡ଼ିଆରେ ଦେଖିବାକୁ ମିଳିବ ନାହିଁ। ବିସିସିଆଇ ସୂତ୍ରରୁ ପ୍ରକାଶ ଏକ ମିଡିଆ ରିପୋର୍ଟରେ ଏହି କଥା ସାମ୍ନାକୁ ଆସିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ ଦେଇଥିବା ସୂଚନା ଅନୁଯାୟୀ,…

୪୫ ତମ ମ୍ୟାଚରେ ପିବିକେଏସ-ଏମଆଇ ମୁହାଁମୁହିଁ…

ମୋହାଲି,୩।୫ :ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବୁଧବାର ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବେ। ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଦୁଇ ଟିମ ବଳ କଷିବେ।…

ଲକ୍ଷ୍ନୌରେ ଏଲଏସଜି-ସିଏସକେ ଲଢ଼େଇ…

ଲକ୍ଷ୍ନୌ,୩।୫ : ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ବୁଧବାର ଅପରାହ୍ନ ସାଢ଼େ ୩ଟାରେ ମୁହାଁମୁହିଁ ହେବେ। ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଦୁଇ ଟିମ ବଳ…

ବଲାଙ୍ଗୀରରେ ଓସିଏ ଟ୍ୟାଲେଣ୍ଟ ହଣ୍ଟ୍‌ କ୍ୟାମ୍ପ

ବଲାଙ୍ଗୀର ଅଫିସ, ୩ା୫ : ବଲାଙ୍ଗୀରସ୍ଥିତ ଗାନ୍ଧୀ ଷ୍ଟାଡିୟମରେ ମଙ୍ଗଳବାର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଦ୍ୱାରା ଆୟୋଜିତ ହୋଇଯାଇଛି ସ୍ପିନର ଟ୍ୟାଲେଣ୍ଟ ହଣ୍ଟ୍‌ କ୍ୟାମ୍ପ। ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସୋନ୍‌ପୁର, ନୂଆପଡ଼ା ଓ କଳାହାଣ୍ଡି…

ଶ୍ରୀଶଙ୍କର ଜିତିଲେ ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩ା୫ (ପି.ଟି.): ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ଚୁଲା ଭିଷ୍ଟାଠାରେ ଅନୁଷ୍ଠିତ ଏମ୍‌ଭିଏ ହାଇପରଫର୍ମାନ୍ସ ଆଥ୍‌ଲେଟିକ୍ସ ମିଟ୍‌ରେ ଭାରତୀୟ ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କର ୮.୨୯ ମିଟର ଜମ୍ପ୍‌ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହା ତାଙ୍କ ଗତ ବର୍ଷର ବ୍ୟକ୍ତିଗତ ଶ୍ରେଷ୍ଠ…

ରାଉରକେଲାରେ ଜାତୀୟ ସବ୍‌ଜୁନିୟର ହକି ଚାମ୍ପିୟନଶିପ୍‌

ଭୁବନେଶ୍ୱର,୩ା୫(ସ୍ପୋଟର୍‌ସ ବ୍ୟୁରୋ): ରାଉରକେଲା ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଜାତୀୟ ସବ୍‌ ଜୁନିୟର ହକି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ହକି ବିଶ୍ୱକପ ଓ ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ସଫଳତାର ସହିତ ଆୟୋଜନ କରିଥିବା ବିର୍ସାମୁଣ୍ଡା ଷ୍ଟାଡିୟମରେ ୧୩ ତମ…

ସନ୍‌ସାଇନ୍‌ ଫୁଟ୍‌ବଲ ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୩ା୫ (ସ୍ପୋଟର୍‌ସ ବ୍ୟୁରୋ): କଟକସ୍ଥିତ ସନ୍‌ସାଇନ ଗ୍ରାଉଣ୍ଡରେ ଆଉ ଏକ ଗ୍ରାସ୍‌ରୁଟ୍‌ ସେଣ୍ଟର ମଙ୍ଗଳବାର ସଫଳତାର ସହ ଉଦ୍‌ଘାଯିତ ହୋଇଯାଇଛି। ଏହି ସେଣ୍ଟରର ନାମ ସନ୍‌ସାଇନ୍‌ ଫୁଟ୍‌ବଲ ଏକାଡେମୀ ରଖାଯାଇଛି। ସନ୍‌ସାଇନ୍‌ ଫୁଟବଲ ଏକାଡେମୀ ଗ୍ରାସ୍‌ରୁଟ ସେଣ୍ଟରର ଉଦ୍‌ଘାଟନୀ ଉତ୍ସବରେ…

ଓଏଫ୍‌ସିକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍‌ କ୍ଲବ୍‌(ଓଏଫ୍‌ସି) ଦଳ ସୁପର୍‌ କପ୍‌ ୨୦୨୩ ଚାମ୍ପିୟନ ହୋଇ ଏହାର ପ୍ରଥମ ଜାତୀୟ ଟାଇଟଲ୍‌ ହାସଲ କରିଛି। ମଙ୍ଗଳବାର ସନ୍ଧ୍ୟାରେ ସୁପର୍‌ କପ୍‌ ଚାମ୍ପିୟନ୍‌ ତଥା ଏଏଫ୍‌ସି କପ୍‌ ପାଇଁ ଯୋଗ୍ୟତା ହାସଲ କରିଥିବା ଓଏଫ୍‌ସିକୁ…

କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟୀ

ଭୁବନେଶ୍ୱର, ୩ା୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚଗୁଡ଼ିକରେ କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟ ଲାଭ କରିଛନ୍ତି। ସମ୍ବଲପୁର ଓ କଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଅମୀମାଂସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?