ଖେଳ

ସମ୍ପୂର୍ଣ୍ଣ ମ୍ୟାଚ୍‌ ଫି ହରାଇଲେ ଗମ୍ଭୀର, କୋହଲି

ଲକ୍ଷ୍ନୌ,୩ା୫(ପି.ଟି.): ଭାରତୀୟ ଷ୍ଟାର ବ୍ୟାଟର ବିରାଟ କୋହଲି ଓ ପୂର୍ବତନ ଓପନିଙ୍ଗ ବ୍ୟାଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ଝଗଡା ଏକ ନୂଆ ରୂପ ନେଇଛି। ଆଇପିଏଲ ମ୍ୟାଚ୍‌ ସମୟରେ ଉଭୟ ଖେଳାଳିଙ୍କ କଜିଆ ପଦାରେ ପଡିଛି। ମ୍ୟାଚ୍‌ ପରେ ଉଭୟଙ୍କ ମଧ୍ୟରେ…

ସ୍ବାଗତିକା ରଥଙ୍କ ଅବସର

ଭୁବନେଶ୍ୱର,୩ା୫ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ଭାରତର ପ୍ରତିନିଧିତ୍ୱ କରିଥିବା ଓଡ଼ିଶା ଖେଳାଳି ସ୍ବାଗତିକା ରଥ ଅବସର ଘୋଷଣା କରିଛନ୍ତି। ଓଡ଼ିଶା ଓ ରେଲଓ୍ବେଜ୍‌ ପକ୍ଷରୁ ଘରୋଇ କ୍ରିକେଟ ଖେଳିଥିବା ସ୍ବାଗତିକା ଭାରତ ପାଇଁ ଯଥାକ୍ରମେ ଦିନିକିଆ ଓ ଟି୨୦ରେ…

୪ ପଦକ ପକ୍କା କଲେ ଭାରତୀୟ ତୀରନ୍ଦାଜ

ତାଶକେଣ୍ଟ, ୩ା୫ (ପି.ଟି.): ଭାରତୀୟ ତୀରନ୍ଦାଜମାନେ ଏସିଆ କପ୍‌ ଷ୍ଟେଜ୍‌-୨ ବିଶ୍ୱ ର଼୍ୟାଙ୍କିଙ୍ଗ ଟୁର୍ନାମେଣ୍ଟରେ ଉତ୍ସାହଜନକ ଆରମ୍ଭ କରଛନ୍ତି। ମଙ୍ଗଳବାର ରିକର୍ଭ ଓ କମ୍ପାଉଣ୍ଡ ବିଭାଗର ୪ ଟିମ୍‌ ଇଭେଣ୍ଟରେ ଫାଇନାଲରେ ପ୍ରବେଶ କରି ପଦକ ପକ୍କା କରିଛନ୍ତି। ମୃଣାଳ ଚୌହାନ,…

ଆଥ୍‌ଲେଟଙ୍କୁ ନ୍ୟାୟ ମିଳିବା ଆବଶ୍ୟକ: ପ୍ରକାଶ

ନୂଆଦିଲ୍ଲୀ,୩ା୫(ପି.ଟି.): ଭାରତୀୟ ରେସ୍‌ଲିଂ ସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ମାମଲାରେ ଆଥ୍‌ଲେଟଙ୍କ ସମର୍ଥନରେ ବାହାରିଛନ୍ତି ଇଣ୍ଡିଆନ୍‌ ଅଲିମ୍ପିକ୍ସ ଆସୋସିଏଶନ (ଆଇଓଏ)ର ପ୍ରକାଶ କର୍ହାନା। ଆଥ୍‌ଲେଟ୍ସ କମିଶନ ସଦସ୍ୟ ରହିଥିବା କର୍ହାନା କହିଛନ୍ତି, ଅଧିକାର…

୫ ରନରେ ଜିତିଲା ଡିସି…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୫ ରନରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଜିଟି ୨୦ ଓଭରରେ ୬ ୱିକେଟ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ରନ ୧୩୧…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବ୍ୟାଟିଂ…

ଟସ ଜିତିଲା ଡିସି, ପ୍ରଥମେ ବ୍ୟାଟିଂ…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବ୍ୟାଟିଂ…

ଆଜି ଘରୋଇ ପଡ଼ିଆରେ ଦିଲ୍ଲୀକୁ ଭେଟିବ ଗୁଜରାଟ

ଅହମ୍ମଦାବାଦ,୨।୫: ଆଇପିଏଲ ୨୦୨୩ର ୪୪ ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ମଙ୍ଗଳବାର ସନ୍ଧ୍ୟା ୭.୩୦ରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ଗୁଜରାଟ ୮ଟି ମ୍ୟାଚ ଖେଳି ୬ଟିରେ ଜିତି ପଏଣ୍ଟ ଟେବୁଲର ଶୀର୍ଷରେ…

କୋହଲି-ଗମ୍ଭୀରଙ୍କ ଶତପ୍ରତିଶତ ମ୍ୟାଚ ଫି କଟିଲା…

ନୂଆଦିଲ୍ଲୀ,୨।୫: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଆଇପିଏଲ ୨୦୨୩ର ୪୩ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୧୮ ରନରେ ପରାସ୍ତ କରିଛି। ଚମତ୍କାର ପ୍ରଦର୍ଶନ କରି ଆରସିବି କମ ସ୍କୋରିଂ ମ୍ୟାଚ ଜିତିଥିଲା। ମ୍ୟାଚ ସମୟରେ ଆରସିବି ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ହରାଇବା…

୧୮ ରନରେ ଆରସିବି ବିଜୟୀ

ଲକ୍ଷ୍ନୌ, ୨।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ବାଙ୍ଗାଲୋର ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୨୬…

ଲକ୍ଷ୍ନୌକୁ ୧୨୭ ରନର ଟାର୍ଗେଟ ଦେଲା ଆରସିବି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଆରସିବି ୨୦ ଓଭରରେ ୯ ଉଇକେଟ୍ ହରାଇ ୧୨୬ ରନ…

ଟସ୍‌ ଜିତିଲା ଆରସିବି, ବ୍ୟାଟିଂ ନିଷ୍ପତ୍ତି…

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଆରସିବି ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?