ଖେଳ

ଟସ ଜିତିଲା ସିଏସକେ ପ୍ରଥମେ ବ୍ୟାଟିଂ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଛି। ସିଏସକେ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଏମଲସ ଧୋନିଙ୍କ…

ଆଇପିଏଲର ୧୦୦୦ ତମ ମ୍ୟାଚରେ ଏମଆଇ-ଆରଆର ଭେଟ…

ମୁମ୍ବାଇ,୩୦।୪ : ଆଇପିଏଲର ୧୦୦୦ ତମ ମ୍ୟାଚ ତଥା ଚଳିତ ସିଜିନର ୪୨ ତମ ମ୍ୟାଚରେ ରବିବାର ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ରାଜସ୍ଥାନ ରୟାଲ୍ସ (ଆରଆର)ମଧ୍ୟରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। କ୍ୟାପଟେନ ରୋହିତ ଶର୍ମାଙ୍କ ଦଳ…

୪୧ ତମ ମ୍ୟାଚରେ ସିଏସକେ-ପିବିକେଏସ ଲଢ଼େଇ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ରବିବାର ଅପରାହ୍ନ ସାଢ଼େ ୩ଟାରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ)କୁ ଭେଟିବ। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ପଞ୍ଜାବ ବ୍ୟାଟ୍ସମ୍ୟାନଙ୍କର କଡ଼ା ପରୀକ୍ଷା କରାଯିବ। ଏହି ମ୍ୟାଚ…

୯ ରନରେ  ଜିତିଲା ଏସଆରଏଚ, ପୁଣି  ହାରିଲା ଡିସି…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ସନରାଇ ଜର୍ସ ହାଇଦ୍ରାବାଦ(ଏସଆରଏଚ) ୯ ରନରେ ବିଜୟ ହାସଲ କରିଛି। ଡିସି ପୁଣି ହାରିଛି।   ମୂଳରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଡିସି…

ଡିସି ପାଇଁ ୧୯୮ରନର ବିଜୟ ଲକ୍ଷ୍ୟ ରଖିଲା ଏସଆରଏଚ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତି ଅଧିନାୟକ ଇଡେନ ମାର୍କ୍ରାମଙ୍କ…

୭ ଓ୍ବିକେଟରେ ଜିତିଲା ଜିଟି …

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର) ବିପକ୍ଷରେ ଗୁଜରାଟ ଟାଇଟାନ୍ସ (ଜିଟି) ରନରେ ବିଜୟ ହାସଲ କରିଛି। ଜିଟି ୧୭.୫ଓଭରରେ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି। ଜିଟି ପକ୍ଷରୁ ରିଦ୍ଧିମାନ ଶାହା…

ଟସ ଜିତିଲା ଏସଆରଏଚ: ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତିଛି। ଅଧିନାୟକ ଇଡେନ ମାର୍କ୍ରାମଙ୍କ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଥିଲା। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ଦିଲ୍ଲୀରେ ଡିସି- ଏସଆରଏଚ ଲଢ଼େଇ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ କ୍ରମାଗତ ପାଞ୍ଚଟି ପରାଜୟ ପରେ ଗତ ଦୁଇଟି ମ୍ୟାଚ ଜିତିଥିବା ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ଦଳ ଶନିବାର ସନ୍ଧ୍ୟା ସାଢ଼େ ୭ ଟାରେ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ବିପକ୍ଷରେ ପଡ଼ିଆକୁ ଓହ୍ଲାଇବ। ଏହି ମ୍ୟାଚ…

ଜିଟି ଜିତିଲା ଟସ, ପ୍ରଥମେ ବୋଲିଂ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଛି। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ଗ୍ଲୋଡେନ ଗ୍ଲୋବ ରେସ ଜିତି ଇତିହାସ ରଚିଲେ ଅଭିଳାଷ…

ପ୍ୟାରିସ,୨୯।୪ : ଭାରତୀୟ ନୌସେନାର ପୂର୍ବତନ କମାଣ୍ଡର ଅଭିଳାଷ ଟମି ଗୋଲଡେନ ଗ୍ଲୋବ ରେସରେ ଜିତି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଏହା ଦୁନିଆର ସବୁଠାରୁ କଠିନ ସୋଲୋ ନନ-ଷ୍ଟପ ରେସ ଭାବରେ ପରିଗଣିତ। ଅଭିଳାଷ ଆଜି ତାଙ୍କରେସକୁ ସମାପ୍ତ କରିଛନ୍ତି।…

ଧାରଣାରେ ବସିଥିବା ରେସଲରଙ୍କୁ ଭେଟିଲେ ପ୍ରିୟଙ୍କା, ମୋଦିଙ୍କୁ କଲେ ଟାର୍ଗେଟ

ନୂଆଦିଲ୍ଲୀ,୨୯।୪: କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣଙ୍କ ବିରୋଧରେ ରେସଲରଙ୍କ ଧାରଣା ଲଗାତାର ବଡ ରୂପ ନେବାରେ ଲାଗିଛି। ଶନିବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବି ଏହି ଧାରଣାରେ ସାମିଲ ହୋଇଛନ୍ତି। ସେ ରେସଲରଙ୍କ ସହ ପ୍ରାୟ ୧ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?