ଖେଳ

ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗ: ଶୀର୍ଷରେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୭।୪: ଭାରତୀୟ କ୍ରିକେଟ ଦଳ ଏବଂ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିଛନ୍ତି। ଯଦିଓ, ସୂର୍ଯ୍ୟକୁମାର ଯାଦବ ଦୀର୍ଘ ଦିନ ଧରି ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ, କିନ୍ତୁ ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟତୀତ ଟିମ…

କୋହଲିଙ୍କ ସମେତ ଅନ୍ୟ ଖେଳାଳି ରହୁଥିବା ହୋଟେଲରୁ ୩ ଅପରାଧୀ ଗିରଫ

ନୂଆଦିଲ୍ଲୀ,୨୭।୪: ଆଇପିଏଲ ୨୦୨୩ ମଧ୍ୟରେ ଖେଳାଳିଙ୍କ ସୁରକ୍ଷାରେ ତ୍ରୁଟି ହୋଇଥିବା ମାମଲା ସାମ୍ନାକୁ ଆସିଛି। ଏହି ସିଜନ୍‌ରେ ହୋମ ଆଣ୍ଡ ଆୱେ ଫର୍ମାଟରେ ଖେଳାଯାଉଛି, ଯେଉଁ କାରଣରୁ ଦଳମାନେ ସେମାନଙ୍କର ଅଧା ମ୍ୟାଚ ଘରୋଇ ଗ୍ରାଉଣ୍ଡରେ ଏବଂ ଅନ୍ୟ ବାକି ମ୍ୟାଚ…

ହାଇଦ୍ରାବାଦକୁ ଝଟକା: ଆଇପିଏଲ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ର ୧୬ତମ ସିଜନରେ ସନରାଇଜର୍ସ ହାଇଦ୍ରାବାଦକୁ ଏକ ବଡ଼ ଝଟକା ଲାଗିଛି। ଷ୍ଟାର ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଆଇପିଏଲ ୧୬ର ଅବଶିଷ୍ଟ ମ୍ୟାଚରେ ଅଂଶ ହୋଇପାରିବ ନାହ। ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଟୁଇଟ କରି ଏହି ବିଷୟରେ ସୂଚନା ଦିଆଯାଇଛି।…

କ୍ରିକେଟରଙ୍କ ଉନ୍ନତିରେ କ୍ରିକେଟର ବିକାଶ

ଭୁବନେଶ୍ୱର,୨୭ା୪(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ପୁରୁଷ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବରେ ନିଯୁକ୍ତ ହୋଇଥିବା ଦୀନେଶ ମୋଙ୍ଗିଆ ବୁଧବାର ଓଡ଼ିଶାରେ ପହଞ୍ଚିବା ସହିତ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ଅବସରରେ ମୋଙ୍ଗିଆ ଓଡ଼ିଶା କ୍ରିକେଟ ପାଇଁ ତାଙ୍କର…

ସ୍ପୋଟର୍‌ସ ଓଡ଼ିଶାର ବିଜୟ ଅଭିଯାନ

ଭୁବନେଶ୍ୱର, ୨୭।୪ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ର ୬ଷ୍ଠ ସଂସ୍କରଣ ବୁଧବାରଠାରୁ ଗୁଜରାଟର ୩ଟି ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ୨ଟି ଦଳ ଭାଗ ନେଉଥିବାବେଳେ ପ୍ରଥମ ଦିବସରେ ସ୍ପୋଟର୍‌ସ ଓଡ଼ିଶା ବିଜୟ ସହ ଅଭିଯାନ ଆରମ୍ଭ କରିଛି।…

ଇଣ୍ଡିଆନ ଓମେନ୍ସ ଲିଗ୍‌ ଆରମ୍ଭ

ଇଣ୍ଡିଆନ ଓମେନ୍ସ ଲିଗ୍‌ର ୬ଷ୍ଠ ସଂସ୍କରଣ ଗୁଜରାଟର ବିଭିନ୍ନ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଛି । ଏଥିରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ଓଡ଼ିଶାର ୨ ଦଳ ଓଡ଼ିଶା ଏଫ୍‌ସି ଏବଂ ସ୍ପୋଟର୍‌ସ ଓଡ଼ିଶା ସାମିଲ…

ମୟୂରଭଞ୍ଜ ୬-୧ ଗୋଲରେ ବିଜୟୀ

ଭୁବନେଶ୍ୱର, ୨୭।୪ (କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ମୟୂରଭଞ୍ଜ ଦଳ ବିଜୟୀ ହୋଇଥିବା ବେଳେ କୋରାପୁଟ-ଗଞ୍ଜାମ ଓ ପାରାଦୀପ-ଝାରସୁଗୁଡ଼ା ମ୍ୟାଚ ଡ୍ର ରହିଛି। ସ୍ଥାନୀୟ…

ମହଙ୍ଗା ପଡ଼ିଲା ଗଞ୍ଜେଇ ସେବନ

କଲରାଡୋ ସ୍ପ୍ରିଙ୍ଗ୍ସ,୨୭ା୪(ପି.ଟି): ଆମେରିକୀୟ ଅଲିମ୍ପିକ୍‌ ଲଙ୍ଗଜମ୍ପର ତାରା ଡେଭିସ୍‌ ଉଡ୍‌ହଲ୍‌ ଗଞ୍ଜେଇ ସେବନ କରି ଅଡୁଆରେ ପଡିଛନ୍ତି। ପଜିଟିଭ୍‌ ସାବ୍ୟସ୍ତ ହେବା ପରେ ଉଡ୍‌ହଲ୍‌ଙ୍କୁ ଏକ ମାସ ପାଇଁ ବାସନ୍ଦ କରାଯିବା ସହିତ ଜାତୀୟ ଟାଇଟଲକୁ ପ୍ରତ୍ୟାହାର କରି ନିଆଯାଇଛି। ମାରିଉଆନା(ଗଞ୍ଜେଇ)ର…

ଓଡ଼ିଶା ଏଫ୍‌ସି ଅପରାଜେୟ

ଭୁବନେଶ୍ୱର,୨୭ା୪ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଏହାର ପ୍ରଥମ ଟାଇଟଲ୍‌ ଭାବରେ ମଙ୍ଗଳବାର ସୁପର୍‌ କପ୍‌ ଫୁଟବଲ୍‌ ଚାମ୍ପିୟନ ହୋଇଥିଲା। ଇଣ୍ଡିଆନ୍‌ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ପୂର୍ବତନ ଚାମ୍ପିୟନ ଦଳ ବେଙ୍ଗାଲୁରୁ ଏଫ୍‌ସିକୁ ୨-୧ରେ ପରାସ୍ତ କରି ଓଏଫ୍‌ସି ସଫଳ…

୨୧ ରନରେ କେକେଆର ବିଜୟ…

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇ କୋଲକାତା ନାଇଟ ରାଇଡର୍ସ ବିଜୟ ହୋଇଛି । କୋଲକାତା…

ଆରସିବିକୁ ୨୦୧ ରନର ଟାର୍ଗେଟ୍‌ ଦେଲା କେକେଆର

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା…

ଟସ୍‌ ଜିତି ଆରସିବିର ବୋଲିଂ ନିଷ୍ପତ୍ତି

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?