ଖେଳ

ହାଇଦ୍ରାବାଦରେ ଡିସି-ଏସଆରଏଚ ଲଢ଼େଇ, ଦିଲ୍ଲୀ ପାଇଁ କର ବା ମର ସ୍ଥିତି…

ହାଇଦ୍ରାବାଦ,୨୪।୪ : ଆଇପିଏଲ-୨୦୨୩ର ୩୪ ତମ ମ୍ୟାଚରେ ସୋମବାର ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ସା ସାଢ଼େ ୭ଟାରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ। ଉଭୟ ଦଳ ପାଇଁ ବିଜୟ ଆବଶ୍ୟକ।…

ସାହାଣୀ କପ୍‌ ଫୁଟବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୨୪।୪ (କ୍ରୀଡ଼ା ପ୍ରତିନିଧି): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଓ ରାଜ୍ୟ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ସିନିୟର ପୁରୁଷ ଆନ୍ତଃଜିଲା ଫୁଟବଲ ଟୁର୍ନାମେଣ୍ଟ ସାହାଣୀ କପ୍‌ ରବିବାର ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି।…

୫୦ ବର୍ଷରେ ପାଦ ଥାପିଲେ ସଚିନ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଆଜି ଅର୍ଥାତ୍‌ ଏପ୍ରିଲ ୨୪ରେ ଜନ୍ମଦିନ। ସଚିନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଶ୍ୱର କୋଣ ଅନୁକୋଣରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ। ‘ଗଡ୍‌ ଅଫ୍‌ କ୍ରିକେଟ୍‌’ ଭାବରେ ଜଣାଶୁଣା…

କୋଲକାତାକୁ ହରାଇ ଶୀର୍ଷରେ ଚେନ୍ନାଇ

କୋଲକାତା,୨୩ା୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ ତମ ହାଇସ୍କୋରିଂ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୪୯ ରନ୍‌ରେ ବିଜୟୀ ହୋଇଛି। ଏହି ବୃହତ ବିଜୟ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଚେନ୍ନାଇ ୭ ମ୍ୟାଚରୁ ୫ମ୍ୟାଚ୍‌ରେ…

ଚେନ୍ନାଇର ସର୍ବାଧିକ ଦଳଗତ ରନ୍‌

କୋଲକାତା,୨୩।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ୪ ଉଇକେଟ ହରାଇ ୨୩୫ ରନ୍‌ କରିଛି। ଚଳିତ ସିଜନରେ…

କୋଲକାତା ଆଗରେ ୨୩୬ ରନ୍‌ର ବିଶାଳ ଟାର୍ଗେଟ୍‌

କୋଲକାତା,୨୩।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ନିର୍ଦ୍ଧରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫…

କନ୍ନଡ ଅଭିନେତାଙ୍କ ଆତ୍ମହତ୍ୟା

କନ୍ନଡ ଟିଭି ଇଣ୍ଡଷ୍ଟ୍ରିରୁ ବଡ ଖବର ସାମ୍ନାକୁ ଆସିଛି। ଜଣାଶୁଣା କନ୍ନଡ ଟିଭି ଅଭିନେତା ସମ୍ପଥ ଜେ ରାମଙ୍କ ପରଲୋକ ଘଟିଛି। ଖବର ଅନୁଯାୟୀ, ସମ୍ପଥ ଆତ୍ମହତ୍ୟା କରି ଜୀବନ ହରାଇଛନ୍ତି। ୩୫ ବର୍ଷ ବୟସରେ ସମ୍ପଥ ଜେ ରାମଙ୍କ ମୃତ୍ୟୁକୁ…

ରାଜସ୍ଥାନକୁ ହରାଇ ବାଙ୍ଗାଲୋରର ଚତୁର୍ଥ ବିଜୟ

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୭ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ବ ାଙ୍ଗାଲୋର ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହୋଇଛି। ଫଳରେ ୮…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କେକେଆର

କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। କେକେଆର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ କରିବାକୁ…

ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବ୍ୟାଟିଂ କରି ନିର୍ଦ୍ଧାରିତ…

ଟସ ଜିତିଲା ଆରଆର, ପ୍ରଥମେ ବୋଲିଂ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳା ଯାଉଛି। ଟସ ଜିତି ଆରଆର ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ…

ରବି ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ

୨୦୨୩ ଆଇପିଏଲ୍‌ରେ ଆଶା କରାଯାଉ ନ ଥିବା ଖେଳାଳିମାନେ ବି ଭଲ ପ୍ରଦର୍ଶନ କରୁଛନ୍ତି। କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ହୁଅନ୍ତୁ କିମ୍ବା ମୁମ୍ବାଇ ଇଣ୍ଡିଆନ୍ସର ତିଲକ ବର୍ମା ହୁଅନ୍ତୁ। ଏହି ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ଚଳିତ ସିଜନରେ ବେଶ୍‌ ପ୍ରଭାବଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?