ଖେଳ

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ ସେ ବିଶ୍ରାମ ନେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମେଟ୍ରୋପଲିଟାନ ସରକାର ସୂଚନା ଦେଇଛନ୍ତି।...

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫...

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି। କ୍ରୋଏସିଆ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ, ପରାଜୟ ଓ ଡ୍ର...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଟାଇଟଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ...

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ବର୍ଷା ବାଧାପ୍ରାପ୍ତ ଡବ୍ଲୁଟିସି ଫାଇନାଲରେ ନ୍ୟୁଜିଲାଣ୍ଡ ଦଳ...

ୟୁରୋକପ୍‌ ଫୁଟ୍‌ବଲ: ଚେକ୍‌ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ

ଲଣ୍ଡନ,୨୪।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍‌ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍‌ ଗଣରାଜ୍ୟକୁ ପରାସ୍ତ କରିଛି। ୩ଟି ମ୍ୟାଚ୍‌ ଖେଳି ଇଂଲଣ୍ଡ ୨ଟି ବିଜୟ ଓ ଗୋଟିଏ ଡ୍ର...

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା ସେମିଫାଇନାଲରେ ଖେଳିଆସୁଛି। ହେଲେ ହାତକୁ ଆସୁନି ଆଇସିସି ଟ୍ରଫି। ୨୦୧୪ରେ ଟି୨୦ ବିଶ୍ୱକପ୍‌...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାତେଇଛନ୍ତି ଏହି କିମ୍ବଦନ୍ତୀ ସ୍ପିନର। ଫାଇନାଲରେ ଡେଭନ କନଓ୍ବେଙ୍କୁ...

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରଥମେ ୧୪ ତମ ଓଭରରେ ଅଶ୍ୱିନ ନ୍ୟୁଜିଲାଣ୍ଡ ଓପନର...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ ଟ୍ରଫି। ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡକୁ ୫ ରନ୍‌ରେ ହରାଇ ଇତିହାସ...

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri