ରାଜ୍ୟ

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସୋମବାର ନିଲମ୍ବିତ କରାଯାଇଛି। ଏନେଇ ବିଜେଡିର ଉପସଭାପତି…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ ହୋଇଥିବା କୁଆପଥର, ପବନ ଓ ବର୍ଷାରେ ଏଭଳି ଅଘଟଣ ଘଟିଛି। ପରବର୍ତ୍ତୀ ପର୍ଯ୍ୟାୟରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ କୋରାପୁଟ ଜିଲାପାଳଙ୍କ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ ସଦସ୍ଯ ଅରୁଣକୁମାର ପଣ୍ଡାଙ୍କ ସଂଯୋଜନାରେ ସୋମବାର ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷଭାବେ ନନ୍ଦପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ ୨ ରେ ବାସିନ୍ଦା କୃଷ୍ଣ ଚନ୍ଦ୍ର…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ଆସିବାରୁ ରାଜ୍ୟ ସରକାର କଡା କଟକଣା ଲଗାଇଛନ୍ତି। ଖୋଲା…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି ଦ୍ୱାରା ୫୨୮୪ ପଦବୀ ଆହ୍ୱାନ କରାଯାଇଥିବା…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି। ପୂର୍ବାହ୍ନ ସମୟରେ ସ୍ଥାନୀୟ କଲେଜରୁ ପାଠ ପଢି ଦୁଇ ଯୁବତୀ ଫେରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri