ରାଜ୍ୟ

ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ: ୨ ଜଣଙ୍କୁ ହତ୍ୟା କରି ଫିଙ୍ଗିଦେଲେ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ…

1 year ago

ଘଣ୍ଟାଏ ବର୍ଷାରେ ଅବସ୍ଥା ବେହାଲ, ସାହିସାହିରେ କୁଢ଼କୁଢ଼ ଅଳିଆ ଆବର୍ଜନା

ଗଜପତି,୨୧ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ସଦରମହକୁମାରେ ଘଣ୍ଟାଏ ବର୍ଷାରେ ରାୟଗଡ଼ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାହିଗୁଡ଼ିକର ଡ୍ରେନ୍‌ ସବୁ ପୋତି ହୋଇ ଯାଇଥିବାରୁ ମୁଖ୍ୟ…

1 year ago

ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼

ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି।…

1 year ago

ଏନ୍‌ସିଇଆର୍‌ଟି ବହିରୁ ପାଇକ ବିଦ୍ରୋହ ବାଦ୍‌

ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ କୁହାଯାଉଥିବା ଓଡ଼ିଶାର ପାଇକ ବିଦ୍ରୋହକୁ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଏନ୍‌ସିଇଆର୍‌ଟି ଦ୍ୱାରା ପ୍ରକାଶିତ ୮ମ ଶ୍ରେଣୀର…

1 year ago

ଖୋଲିଲା ୪୬ ମିଶ୍ରଣ ସ୍କୁଲ

ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି। ଆଉ ୪ଟି ସ୍କୁଲ ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି…

1 year ago

୨୦ ଦିନ ହେଲା ବିଏସ୍‌ଏନ୍‌ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍‌ଏନ୍‌ଏଲର ମୋବାଇଲ ନେଟ୍‌ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ…

1 year ago

ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ…

1 year ago

ଏମ୍‌କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ

ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍‌କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା…

1 year ago

କିଟିକିଟି ଅନ୍ଧାରରେ ବ୍ଲକ୍‌ ମୁଖ୍ୟାଳୟ, ବାରମ୍ବାର ଖବର ପ୍ରସାରଣ ମଧ୍ୟ କାହାର ନଜର ପଡୁନି

ଥୁଆମୂଳ ରାମପୁର,୨୧ା୭(ଦୁର୍ଗା କୀର୍ତ୍ତି): ଅନ୍ଧାରରେ କିଟକିଟି ବ୍ଲକ ମୁଖ୍ୟାଳୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାଠାରେ ଡିଏମ୍‌ଏଫ୍‌ ଗ୍ରାଣ୍ତରୁ ଗତ ୨୦୧୭ ଆର୍ଥିକ ବର୍ଷାରେ…

1 year ago

ସବୁଜିମା ହେବ ଲଣ୍ଡା ପାହାଡ଼, ସିଡ୍‌ ବଲ୍‌ ତିଆରିରେ ବ୍ୟସ୍ତ ଆଦିବାସୀ ମହିଳା

ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): ସାରା ପୃଥିବୀରେ ଜଳବାୟୁ ପରିବର୍ତ୍ତନକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ…

1 year ago