ରାଜ୍ୟ

ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍‌, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍‌ ଏବଂ ୧୫ ବ୍ୟାରେଜ୍‌ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍‌-ଷ୍ଟ୍ରିମ୍‌…

1 year ago

ଲୁଣାଟାଙ୍ଗରା ଭୂଇଁରେ ଫଳୁଛି ଦେଶୀ ବିଦେଶୀ ଫଳ

ମହାକାଳପଡ଼ା,୨୧ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କିଛି ନୂଆ କରିବାର ଇଚ୍ଛା ଥିଲେ ଆପେ ଆପେ ବାଟ ଦେଖାଯାଏ। ନିଜର ନିଷ୍ଠା, ଏକାଗ୍ରତା ଓ ଇଚ୍ଛାଶକ୍ତି ଥିଲେ ଅସମ୍ଭବ ବି…

1 year ago

ବର୍ଷେ ପୂରୁନି ବାରମ୍ବାର ଅଚଳ ହେଉଛି ଶିଶୁଙ୍କ ଟୟ ଟ୍ରେନ୍‌: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୧ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ଏବେ ମଧ୍ୟ ଦୈନିକ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ପର୍ଯ୍ୟଟନକ୍ଷେତ୍ର କଫି ବଗିଚା ସମେତ କିରିକୁଟି ଲଭର୍ସ…

1 year ago

କିଟ୍‌ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍‌

ଭୁବନେଶ୍ୱର,୨୧।୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ…

1 year ago

ଖୋର୍ଦ୍ଧା ଜିଲା ମହୋତ୍ସବରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍‌ଘାଟିତ

ଖୋର୍ଦ୍ଧା,୨୧।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଓର୍‌ମାସ ଆନୁକୂଲ୍ୟରେ ଗୁରୁବାରଠାରୁ ଜିଲା ମହୋତ୍ସବ, ପୁସ୍ତକ ମେଳା ଓ ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏହି ମେଳାରେ…

1 year ago

ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ

ପୁରୀ,୨୧।୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ…

1 year ago

ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ  ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ…

1 year ago

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ

କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ…

1 year ago

ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ

ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ…

1 year ago

ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ

କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ…

1 year ago