ରାଜ୍ୟ

ବର୍ଷେ ଉପଲବ୍ଧିର ଗୋଟି ଗୋଟି ହିସାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ରାଜ୍ୟ ଭାଜପା ସରକାରଙ୍କ ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

1 year ago

ପ୍ରାଣୀଙ୍କ ଆଶୁ ଚିକିତ୍ସାରେ ପ୍ରାଣୀମିତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ପ୍ରାଣୀ ସମ୍ପଦ ବିକାଶ ବିଭାଗ କର୍ମଚାରୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ସମ୍ପ୍ରସାରଣ ତାଲିମ କେନ୍ଦ୍ରରେ ମଙ୍ଗଳବାର ଠାରୁ ୧୭ ଦିନିଆ…

1 year ago

ଆଜି ପ୍ରକାଶ ପାଇବ OJEE ରେଜଲ୍ଟ

ଭୁବନେଶ୍ୱର,୧୦।୬: ମଙ୍ଗଳବାର ପ୍ରକାଶ ପାଇବ OJEE-୨୦୨୫ ରେଜଲ୍ଟ। ସନ୍ଧ୍ୟା ୫ରୁ ୬ ମଧ୍ୟରେ ଆସିବ ରେଜଲ୍ଟ। ଶିଳ୍ପମନ୍ତ୍ରୀ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିବେ। ojee.nic.in…

1 year ago

ଗଛରେ ପିଟିହେଲା କାର୍‌: ଚାଲିଗଲା ୨ ଜୀବନ

ଯାଜପୁର,୧୦।୬: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା…

1 year ago

ବଢୁଛି ଭୟ, ରାଜ୍ୟରେ ୫୦ ପାର୍‌ କଲା କରୋନା ସଂକ୍ରମଣ

ଭୁବନେଶ୍ୱର,୧୦ା୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍‌ କରିଛି। କରୋନାକୁ ନେଇ…

1 year ago

ଆଜି ଅପରାହ୍ନ ୨ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୧୦।୬(ଅଜିତ୍‌ କୁମାର ମହାନ୍ତି): ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ…

1 year ago

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର…

1 year ago

ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି

ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି…

1 year ago

ସିଏମ୍ ଟ୍ରଫି ଚମ୍ପିଆନ: ବରଗଡ଼ ଏଫସିକୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା

ବରଗଡ଼,୯।୬(ପ୍ରେମାନନ୍ଦ ଖମାରୀ) :  ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ରବିବାର ହୋଇଥିବା ହୋଇଥିବା ୧୫ ବର୍ଷରୁ କମ୍ ସିଏମ ଟ୍ରଫି - ୨୦୨୫ ଫୁଟବଲ ପ୍ରତିଯୋଗିତାରେ ବରଗଡ…

1 year ago

ଓଡ଼ିଶାରେ ଅବୈଧ ବାଂଲାଦେଶୀଙ୍କ ପାଇଁ ସତର୍କ ଘଣ୍ଟି, କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କେନ୍ଦ୍ରପଡ଼ା ଜିଲାର ଉପକୂଳବର୍ତୀ ଅଞ୍ଚଳ ପରିଦର୍ଶନ ସମୟରେ ସେଠାରେ ଚାଲୁଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା…

1 year ago