ପାଟଣା,୨୩ା୫(ବୀରକିଶୋର ଦାଶ): ନାତିର ଜନ୍ମଦିନ ପାଇଁ ମନ୍ଦିର ଯିବାକୁ ଶୁକ୍ରବାର ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଜେଜେବାପା ଓ ନାତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ…
ଭୁବନେଶ୍ୱର,୨୩।୫: ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ୨୦୨୫ ରଥଯାତ୍ରା ପାଇଁ ରାଜ୍ୟରେ ଥିବା ଜଗନ୍ନାଥ ମନ୍ଦିରଗୁଡିକୁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବେ।…
ପୁରୀ, ୨୩।୫: ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ୧୨ଶ ଶତାବ୍ଦୀର ହିନ୍ଦୁ ତୀର୍ଥସ୍ଥଳୀର ସୁରକ୍ଷା ପାଇଁ…
ପୁରୀ,୨୩ା୫(ଅଜିତ୍ କୁମାର ମହାନ୍ତି): ପୁରୀ ଝିଅ ପ୍ରିୟଙ୍କା ସେନାପତିଙ୍କ ସହ ହରିୟାଣା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କ୍ ଘଟଣାର ତଦନ୍ତ ଗୁରୁବାର ୬ଷ୍ଠଦିନରେ ପହଞ୍ଚତ୍ଛି। ଜ୍ୟୋତି ଓ…
ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍ ୧୫ରୁ ୨୬ ଭିତରେ ଏହି ନୂଆ…
ତୁମୁଡ଼ିବନ୍ଧ,୨୩ା୫(ଦୀପକ କୁମାର ପରାସେଠ୍): ଗ୍ରୀଷ୍ମ ପ୍ରଭାବରେ ଭତ୍ତା ହିତାଧିକାରୀଙ୍କ ସୁରକ୍ଷାକୁ ନେଇ ସରକାର ଚଳିତ ମାସ ଜୋତା ଓ ଛତା ପାଇଁ ୪୦୦ଟଙ୍କା ମିଶାଇ ଭତ୍ତା ବଣ୍ଟନ…
ଭୁବନେଶ୍ୱର,୨୩।୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ…
ନୂଆପଡ଼ା, ୨୩।୫(ମକାରୁ ବେମାଲୁ): ଭିଜିଲାନ୍ସ ଶୁକ୍ରବାର ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ ଅଧୀନରେ ଖରିଆରରେ କାର୍ଯ୍ୟରତ ଜୁନିଅର ଇଞ୍ଜିନିୟର ସୁଶାନ୍ତ କୁମାର ସେଠୀଙ୍କ ବିରୋଧରେ ଆୟ…
ସମ୍ବଲପୁର,୨୩ା୫: ମାଲ୍ଖାନାରୁ କଫ୍ ସିରପ୍ ଚୋରି କରି ଜଣେ ASI ନିଲମ୍ବିତ ହୋଇଛନ୍ତି। ତେବେ ଟାଉନ ଥାନାରେ କାର୍ଯ୍ୟରତ ଏଏସ୍ଆଇ ବିଦ୍ୟୁତ୍ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି ସମ୍ବଲପୁର…
ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳରେ ଏକ ଡିଜିଟାଲ ଲାଇବ୍ରେରୀ ସ୍ଥାପନ ପାଇଁ ଆବଶ୍ୟକ ଅର୍ଥ ମଞ୍ଜୁର ନିମନ୍ତେ ଦେବଗଡ଼ ପୌରପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ କୁମାର…