ରାଜ୍ୟ

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ…

1 year ago

ଦଲାଲଙ୍କ ପ୍ରତି ସତର୍କ ରହିବାକୁ ଚେତେଇଦେଲା OPSC: ଜାଣନ୍ତୁ କିପରି କରିବେ ଅଭିଯୋଗ ?

କଟକ,୧୬।୧୨: ରାଜ୍ୟରେ ସରକାରୀ ନିଯୁକ୍ତିରେ ଦୁର୍ନୀତି ହେଉଥିବା ଖୋଦ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିବା ପରେ ଏହି ବିଷୟକୁ ନେଇ ବିବାଦ ସହିତ ଚର୍ଚ୍ଚା ମଧ୍ୟ ବୃଦ୍ଧି ପାଇଛି।…

1 year ago

ମନ୍ଦିରରୁ ଠେକିନେଲେ ମା’ କନକଦୁର୍ଗାଙ୍କ ମୂର୍ତ୍ତି

କବିସୂର୍ଯ୍ୟନଗର,୧୬ା୧୨(କୃପାସିନ୍ଧୁ ସ୍ବାଇଁ): ଚୋରଙ୍କ ଟାର୍ଗେଟରେ ଗଞ୍ଜାମ ଜିଲାର ଦେବାଦେବୀ ମନ୍ଦିର। ବିଭିନ୍ନ ମନ୍ଦିରରୁ ଦେବାଦେବୀଙ୍କ ସୁନାରୁପା ଅଳଙ୍କାର ଚୋରି ଘଟଣା ଘଟୁଥିଲା। ଏବେ ମନ୍ଦିରରୁ ଦେବାଦେବୀଙ୍କ ମୂର୍ତ୍ତି…

1 year ago

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି।…

1 year ago

ମିଳିବନି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା , ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୬।୧୨: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ…

1 year ago

ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି

ଭୁବନେଶ୍ୱର,୧୬।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ ମହୁମାଛି…

1 year ago

ଲୋକଙ୍କ ପାଖକୁ ଆସି ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଇ ସମସ୍ୟା ଶୁଣିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ…

1 year ago

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ, ନିରାଶ ହେବେ ପର୍ଯ୍ୟଟକ

ରାଜନଗର,୧୬ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ…

1 year ago

ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍‌: ଚାଲିଗଲା ସାନ ପୁଅଙ୍କ ଜୀବନ

ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ…

1 year ago

ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସଲ ଆରମ୍ଭ

ବରଗଡ଼,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ୧୩ ତାରିଖ ପର୍ଯ୍ୟନ୍ତ ଏହି…

1 year ago