ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ…
ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର କୋଲାରସଙ୍କ…
ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଯାତ୍ରୀମାନେ…
ଭୁବନେଶ୍ୱର,୨୭ା୪: କିଛି ଦିନର ନୀରବତା ପରେ ରାଜଧାନୀ ଭୁବନେଶ୍ୱରରେ ପୁନର୍ବାର ଏକ ବଡ଼ ଧରଣର ଲୁଟ୍ ଘଟଣା ଘଟିଛି। ଲୁଟେରାମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି ସୁନା…
ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା): ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ କାଳାବୈଶାଖୀ…
ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ ଶ୍ରେଣୀଗୃହ…
ଭୁବନେଶ୍ୱର,୨୭ା୪(ସୁନିତ୍ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ କାର୍ଡ…
ନନ୍ଦପୁର,୨୭ା୪ (ତୁଷାରକାନ୍ତ ମହାନ୍ତି): ଗୋଟିଏ ଘରେ ଲାଗିଛି ଦୁଇ ରାଜ୍ୟର ବିଦ୍ୟୁତ୍ ମିଟର। ଗୋଟିଏ ଆନ୍ଧ୍ରର ଅନ୍ୟଟି ଓଡ଼ିଶାର। ଏଭଳି ଘଟଣା ନନ୍ଦପୁର ବ୍ଲକ୍ ଗୋଲୁର ପଞ୍ଚାୟତର…
ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା…
ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍ବ୍ରାଞ୍ଚ। ଶନିବାର କ୍ରାଇମ୍ବ୍ରାଞ୍ଚ ଏଏସ୍ପି ବିଜୟ କୁମାର ମଲ୍ଲିକଙ୍କ…