ରାଜ୍ୟ

Odisha Fishing Ban: ଆଜିଠାରୁ ଓଡ଼ିଶା ଉପକୂଳରେ ମାଛ ଧରିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫।୪: ମାଛମାନଙ୍କ ଅଣ୍ଡାଦାନ ଋତୁରେ ସାମୁଦ୍ରିକ ଜୀବନକୁ ସୁରକ୍ଷା ଦେବା ପାଇଁ, ଓଡ଼ିଶା ଉପକୂଳରେ ଏପ୍ରିଲ ୧୫ ତାରିଖରୁ ଦୁଇ ମାସ ପାଇଁ ମାଛ ଧରିବା ଉପରେ…

1 year ago

ଜୟଶ୍ରୀରାମ, ଜୟ ହନୁମାନ ଧ୍ୱନିରେ କମ୍ପିଲା ସମ୍ବଲପୁର ସହର: ସାମିଲେ ହେଲେ ଧର୍ମେନ୍ଦ୍ର, ଜୟନାରାୟଣ

ସମ୍ବଲପୁର,୧୪ା୪(ବି.ଶଙ୍କର/ଭବାନୀଶଙ୍କର ଭୋଇ): ମହାବିଷୁବ ସଂକ୍ରାନ୍ତି ତିଥିରେ ସମ୍ବଲପୁରର ସହରର ବିଭିନ୍ନ ହନୁମାନ ମନ୍ଦିରଗୁଡିକରେ ସୋମବାର ଦିନବେଳ ପୂଜାର୍ଚ୍ଚନା କରାଯାଇଥିଲା। ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରାତିରେ…

1 year ago

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ…

1 year ago

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧…

1 year ago

ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ ବିଶାଳ…

1 year ago

ବାଇକ୍‌କୁ ଚାପିଦେଲା ଟ୍ରକ୍‌: ୩ ମୃତ

ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ ବାଇକ୍‌…

1 year ago

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା…

1 year ago

ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ…

1 year ago

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮ ଘଣ୍ଟା…

1 year ago

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା…

1 year ago