ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…
ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…
ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…
ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…
ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍ ଖୋଲି ଦିଆଯାଇଛି।…
ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…
ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…
ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ' ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ…
ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…
କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…