ଭୁବନେଶ୍ୱର,୨୯।୧୨: ଲଘୁଚାପ ବର୍ଷା ଯିବା ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ ବୃଦ୍ଧି ପାଇଛି। ଏଥିସହିତ ନୂଆବର୍ଷରେ ଜାନୁଆରୀ ୧ ରୁ ଜାନୁୟାରୀ ୪, ୨୦୨୫…
ରାଇରଙ୍ଗପୁର,୨୯।୧୨: ମୟୂରଭଞ୍ଜ ଜିଲା ମହୁଲଡିହାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମହୁମାଛି ଆକ୍ରମଣରେ ତିରିଂ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ…
କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ ବେହେରା।…
ଦାରିଙ୍ଗବାଡି,୨୯।୧୨(ଅରୁଣ ସାହୁ):ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଡିସେମ୍ବର ଶେଷ ଓ ଜାନୁୟାରୀ ୧୦ ପର୍ଯ୍ୟନ୍ତ ପ୍ରାୟ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବା ନଜିର ରହିଛି। ତେବେ ଉକ୍ତ…
ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ…
ବରଗଡ଼,୨9।୧୨(ପ୍ରେମାନନ୍ଦ ଖମାରୀ): ଆଉ ୩ଦିନ ପରେ ନବବର୍ଷ ପାଦ ଥାପିବ। ଜାନୁୟାରୀ ପହିଲାରୁ ହୀରାକୁଦ ଜଳଭଣ୍ଡାରରୁ କେନାଲକୁ ପାଣି ଛାଡ଼ିବ। ପାଣି ଆସିଲେ ଚାଷୀମାନେ ରବି ଚାଷକାର୍ଯ୍ୟ…
ଦାରିଙ୍ଗବାଡି,୨୯ ।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳ ସୌନ୍ଦର୍ଯ୍ୟର ଗନ୍ତାଘର। ପର୍ଯ୍ୟଟନକ୍ଷେତ୍ର ରହିଥିବାରୁ ଦୈନିକ ଶହତଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି। ହେଲେ ଉକ୍ତ ଅଞ୍ଚଳରେ…
ଭୁବନେଶ୍ୱର,୨୯।୧୨: ସୋମବାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୪ ଜିଲା ଗସ୍ତ କରିବେ । ସେ କ୍ଷତିଗ୍ରସ୍ତ ଚାଷ ଜମି ବୁଲି…
ଭୁବନେଶ୍ୱର,୨୯।୧୨: କୋରାପୁଟ ଡକରିଘାଟି ବସ୍ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ଏହିଦୁର୍ଘଟଣାରେ ସେ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ…
କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ…