ରାଜ୍ୟ

ଯାତ୍ରା ଦେଖି ଫେରିବାବେଳେ ଓଲଟିଲା ଟ୍ରାକ୍ଟର: ଜଣଙ୍କ ଜୀବନ ଗଲା, ଏକାଧିକ ଆହତ

ତୁମୁଡ଼ିବନ୍ଧ,୨୭ା୨(ଦୀପକ ପରାସେଠ): ସମସ୍ତ ଶୈବପୀଠରେ ଜାକଜକମରେ ଶିବରାତ୍ରି ପାଳନ ହେଉଥିବାବେଳେ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତର ଅବସ୍ଥିତ ଶୈବପୀଠରେ ମଧ୍ୟ ପାଳନ ହୋଇଥିଲା ଶିବରାତ୍ରି ଏବଂ…

2 years ago

ମନ୍ଦିର ସାମ୍ନାରେ ହଣାକଟା: ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ହାଣି ଦେଲେ ଦୁର୍ବୃତ୍ତ

ବାଲେଶ୍ୱର,୨୭ା୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଅଭାବନୀୟ ଘଟଣା। ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ନାଥପାଣି ଛକରେ ବୁଧବାର ଜାଗର ରାତିରେ ଦୁର୍ବୃତ୍ତମାନେ କରିଛନ୍ତି ହଣାକଟା। ମନ୍ଦିର…

2 years ago

Lingaraj Temple: କାହିଁକି ଦୀପ ଧରି ଯାଉଥିବାବେଳେ ଖସି ପଡିଲେ ସେବାୟତ, ରହସ୍ୟ ଖୋଲିଲେ ପୁଅ, ତଳେ ପଡି ନ ଥିଲା…

ଭୁବନେଶ୍ୱର,୨୭।୨: ମହାଶିବରାତ୍ରି ଅବସରରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବାବେଳେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ମନ୍ଦିର ଚୂଡ଼ାକୁ ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ…

2 years ago

Capital Hospital Bhubaneswar: କ୍ୟାପିଟାଲ ହସ୍ପିଟାଲରୁ ମିଳିଲା ଝୁଲନ୍ତା ମୃତଦେହ, ଅଧରାତିରେ ଝୁଲିପଡିଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର,୨୭।୨: କ୍ୟାପିଟାଲ ହସ୍ପିଟାଲରୁ ମିଳିଛି ଝୁଲନ୍ତା ମୃତଦେହ। ଏକ୍ସରେ ରୁମରୁ ମୃତଦେହ ଉଦ୍ଧାର କରାଯାଇଛି। ହସ୍ପିଟାଲରେ ଆଟେଣ୍ଡାଣ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ Capital Hospital…

2 years ago

Lingaraja Temple: ପ୍ରଭୁ Lingarajaଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର): Lingaraja ମନ୍ଦିର ଓ ଏକାମ୍ର କ୍ଷେତ୍ରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିସହ ରାଜ୍ୟର ସମସ୍ତ ଆଧ୍ୟାତ୍ମିକ ସ୍ଥାନର ଉନ୍ନତିକରଣ…

2 years ago

Odisha 10th Exam: ୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ

ଚିତ୍ରକୋଣ୍ଡା,୨୭ା୨ (ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ପ୍ରସବ ଘଟଣାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା…

2 years ago

Odisha Weather Alert: ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାଗ ଶୁଖିଲା ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହିଛି। ବୁଧବାର ଦିନ ତାପମାତ୍ରା ବୌଦ୍ଧ ଜିଲାରେ ସର୍ବାଧିକ ୩୬.୮…

2 years ago

ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ

ଭୁବନେଶ୍ୱର,୨୬।୨: ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା…

2 years ago

ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ଦିବ୍ୟ ଦର୍ଶନ କଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୬ା୨: ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଶ୍ରଦ୍ଧାଳୁମାନେ ପ୍ରଭୁ ଲିଙ୍ଗରାଜଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଶ୍ରଦ୍ଧାଳୁଙ୍କ ଅପେକ୍ଷାର ଅନ୍ତ ଘଟିଛି। ଶେଷରେ ଉଠିଛି ମହାଦୀପ।  ରାତି ୧୦ଟାରେ…

2 years ago

ମନ୍ଦିରରେ ଦୀପ ଜାଳୁଜାଳୁ ଘଟିଲା ଅଘଟଣ, ଆଉ ତା’ ପରେ…

ଛତ୍ରପୁର,୨୬ା୨: ମହାଶିବରାତ୍ରି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ରିକାପଲ୍ଲୀସ୍ଥିତ ଚନ୍ଦ୍ରଶେଖର ମନ୍ଦିରରେ ଏକ ଅଘଟଣ ଘଟିଛି। ଦୀପ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି।…

2 years ago