ରାଜ୍ୟ

ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍‌ଫେଲ୍‌ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ

ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ…

2 years ago

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ…

2 years ago

ଘରେ ପଶି ହାଣିଲେ: ବଡ଼ବୋହୂ ମୃତ, ଶାଶୁ ଓ ସାନବୋହୂ ଗୁରୁତର

ଭଣ୍ଡାରିପୋଖରୀ,୨୫।୨(ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦେଓପଦା(ମେଘା) ଗ୍ରାମରେ ମଙ୍ଗଳବାର ଏକ ବର୍ବର କାଣ୍ଡ ଘଟିଛି। ଘରେ ପଶି ଜଣେ ଦୁର୍ବୃତ୍ତ ମାରଣାସ୍ତ୍ରରେ ଶାଶୁ…

2 years ago

ଶିକ୍ଷା ମନ୍ତ୍ରଣାଳୟର ବଡ଼ ପଦକ୍ଷେପ: ବର୍ଷକୁ ୨ ଥର CBSE ମାଟ୍ରିକ ପରୀକ୍ଷା କରିବାକୁ ସୁପାରିସ

ଭୁବନେଶ୍ୱର,୨୫।୨: ବର୍ଷକୁ ୨ ଥର CBSE ମାଟ୍ରିକ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି। ଏନେଇ ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…

2 years ago

ମହିଳା ହୋମ୍‌ଗାର୍ଡଙ୍କୁ ପ୍ରେମ: ଶାରୀରିକ ସମ୍ପର୍କ ପରେ ପ୍ରତାରଣା କଲେ ଆଇଆଇସି

ଜଗତ୍‌ସିଂହପୁର,୨୫ା୨(ପ୍ରମୋଦ କୁମାର ନାୟକ): ଜଣେ ମହିଳା ଗୃହରକ୍ଷୀ(ହୋମଗାର୍ଡ)ଙ୍କୁ ପ୍ରେମ ପରେ ପ୍ରତାରଣା କରାଯାଇଛି। ଏନେଇ ଜଗତ୍‌ସିଂହପୁର ଥାନାର ପୂର୍ବତନ ଅତିରିକ୍ତ ଆଇଆଇସି ତଥା ବର୍ତ୍ତମାନର କୁଜଙ୍ଗ ଆଇଆଇସି…

2 years ago

ଟ୍ରକ-ବାଇକ୍‌ ଧକ୍କା: ଜିଅନ୍ତା ଜଳିଗଲେ ଯୁବକ, ୨ଜଣ ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି/ଚିକିଟି,୨୫।୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ମା’ ରତ୍ନେଶ୍ୱରୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ…

2 years ago

ଆସିଗଲା ତାରିଖ: ଏହି ଦିନ ହେବ SI ପରୀକ୍ଷା

ଭୁବନେଶ୍ୱର,୨୫।୨: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି। ମୋଟ ୯୩୩ଟି…

2 years ago

ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି: ୧୦ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୫।୨: ରାତି ପାହିଲେ ମହାଶିବରାତ୍ରୀ। ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶୈବପୀଠ। ଏହି ପରିପ୍ରେକ୍ଷୀରେ ମହାଶିବରାତ୍ରୀରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି କିପରି ସୁଚାରୁରୁପେ ସମ୍ପାଦନ ହେବ ସେନେଇ…

2 years ago

ଥମୁନି KIIT କାଣ୍ଡ: ୬ ଜଣଙ୍କୁ ହାଜର ହେବା ପାଇଁ ଜାରି ହେଲା ନୋଟିସ

ଭୁବନେଶ୍ୱର,୨୫।୨: କିଟ୍‌ ଘଟଣାରେ ପୁଣି ୬ ଜଣଙ୍କୁ ନୋଟିସ ପଠାଯାଇଛି। ଉଚ୍ଚସ୍ତରୀୟ କମିଟି ପାଖରେ ୨୭ ତାରିଖରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଉଚ୍ଚ…

2 years ago

ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା, ପୁରୀରେ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ୱର,୨୫।୨: ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ଏହି ସମୟରେ ପୁରୀରେ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ।…

2 years ago