ଭୁବନେଶ୍ୱର,୨୪।୮: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର…
ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ…
ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି।…
ଭୁବନେଶ୍ୱର, ୨୪ା୮(ଅସମାପିକା ସାହୁ): ଏବର୍ଷ ନୁହେଁ, ଆସନ୍ତା ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଇନ ମନ୍ତ୍ରୀ କହିବା ପରେ ରାଜ୍ୟରେ ଛାତ୍ର ସଙ୍ଗଠନଗୁଡ଼ିକ ଏହା…
ଭୁବନେଶ୍ୱର,୨୪।୮ (ଅନିଲଦାସ): ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସ୍ଓପି ଆସିବା ପରେ ଭାଜପା ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ ଚଞ୍ଚକତା…
ଭୁବନେଶ୍ୱର, ୨୪।୮(ସୁନିତ୍ ମିଶ୍ର): ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ ଓ ଦୁର୍ଭାଗ୍ୟଜନକ। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା…
ଭୁବନେଶ୍ୱର,୨୪।୮(ଅନିଲ ଦାସ): ଚିକିଟି ମଦମୃତ୍ୟୁକୁ ନେଇ ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ବିରୋଧୀ ଓ ଶାସକ ଦଳ ସଭ୍ୟମାନେ ମୁହାଁମୁହିଁ ହୋଇଥିଲେ। ଶୂନ୍ୟକାଳ ଆରମ୍ଭ ହେବା ମାତ୍ରେ ବାଚସ୍ପତି…
ପୁରୀ,୨୪ା୮(ଅଜିତ୍ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ବା ଏସ୍ଓପି ଅନୁଯାୟୀ ଶୁକ୍ରବାର ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ପୁରୁଣା ସିନ୍ଦୁକ ଓ ଆଲମିରାକୁ…
ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍ଜିଏନ୍ଆରଇଜିଏସ୍ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ…