କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର…
ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି। https://www.youtube.com/watch?v=kxfsfNvX0Zo&list=UUl6ASYtXxADgjTVjLpMVo1g
ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି।…
ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ।…
ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି ଭୂଷଣ…
ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ…
ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦…
ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ସରକାରଙ୍କ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବର୍ଷିଛନ୍ତି…
ବରଗଡ଼ ୧୪।୧(ପ୍ରେମାନନ୍ଦ ଖମାରୀ):ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦ୍ଯାପିତ ହୋଇଛି। ତେବେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ। ଯାହା ସବୁଆଡ଼େ…
ନିଶ୍ଚିନ୍ତକୋଇଲି,୧୩।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠରେ ପୁଷ୍ୟାଭିଷେକ ଉତ୍ସବ ଓ ପୀଠର ଉନ୍ନତିକରଣ ନିମନ୍ତେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ…