ରାଜ୍ୟ

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ ଘଞ୍ଚ…

2 years ago

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି। ବହିରେ…

2 years ago

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା…

2 years ago

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ଏକପ୍ରକାର…

2 years ago

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ…

2 years ago

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି…

2 years ago

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ…

2 years ago

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ…

2 years ago

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ…

2 years ago

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌…

2 years ago