ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା ଘଟଣାକୁ…
ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।…
ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ…
ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ…
ଭଣ୍ଡାରିପୋଖରୀ,୨୪ା୯(ରାଜେନ୍ଦ୍ର ଶତପଥୀ): ଭଣ୍ଡାରିପୋଖରୀ ଥାନା ୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ମଙ୍ଗଳବାର ଏକ ଫଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଠାରେ ଥିବା ମହାନ୍ତି ପୋଲବାଡ଼କୁ…
ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ…
ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ…
ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ ଦେଇ…
ଭୁବନେଶ୍ୱର,୨୫ା୯(ସତ୍ୟଜିତ୍ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ…
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ…