ରାଜ୍ୟ

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ ନିଖୋଜ…

2 years ago

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪…

2 years ago

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ ରହିଛନ୍ତି।…

2 years ago

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ। ଏଥିସହ…

2 years ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ…

2 years ago

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୧୯ା୯(ଉତ୍ତମ କୁମାର ଦାଶ): ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ…

2 years ago

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ…

2 years ago

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ ଶକ୍ତିଶାଳୀ…

2 years ago

ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ…

2 years ago

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ…

2 years ago