ବ୍ରହ୍ମପୁର,୨୦।୮: ଗଞ୍ଜାମ ଜିଲା ଚିକିଟି କରବାଲୁଆ ଏବଂ ଜେନା ସାହି ଅଞ୍ଚଳରେ ଏକ ଅଘଟଣ ଘଟିଛି। ଦେଶୀ ମଦ ପିଇ ୧୫ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି।…
ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ରେଲୱେ ଗେଟ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଫଳରେ ବସ୍ରେ ଥିବା ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ…
ସାକ୍ଷୀଗୋପାଳ,୨୦।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ରବିବାର ପରମ୍ପରା କ୍ରମେ ଗହ୍ମାପୂର୍ଣ୍ଣିମା ପର୍ବ ଓ ଝୁଲଣ ଯାତ୍ରା ପାଳିତ ହୋଇଯାଇଛି। ତେବେ ଚଳିତ ବର୍ଷ ବର୍ଜ୍ୟବସ୍ତୁ ଫାଇବରରେ…
ଫୁଲବାଣୀ,୨୦।୮(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ାମୁଣ୍ଡ ଅଲଗା ଶିଶୁ ଜଗାର ଚିକିତ୍ସା ଚାଲିଛି। ସୋମବାର ମେଡିକାଲରେ ଜଗା ରକ୍ଷା ବନ୍ଧନ ଉତ୍ସବ…
ଯାଜପୁର,୨୦।୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଖଣି ଓ ଶିଳ୍ପସମୃଦ୍ଧ ହୋଇଥିଲେ ମଧ୍ୟ ଭୋକର ଭୂଗୋଳ ତାଲିକାରୁ ହଟିପାରୁନାହିଁ। ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାରେ ଶିକାର ହୋଇ ଶିଶୁମାନଙ୍କ ମୃତ୍ୟୁ…
ଭୁବନେଶ୍ୱର,୨୦।୮(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ବା ସିଟ୍ ଆବଣ୍ଟନ ତାଲିକା ପ୍ରକାଶ ପାଇବ।…
ନୂଆଦିଲ୍ଲୀ,୨୦।୮(ପି.ଟି.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ସୋମବାର ରାତି ୯ଟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏମ୍ସର ନୂଆ ପ୍ରାଇଭେଟ୍ ଓ୍ବାର୍ଡରେ ସେ ପଲ୍ମୋନାରି…
ଭୁବନେଶ୍ୱର,୨୦।୮(ଅନିଲ ଦାସ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଶେଷ ହେବ। ସେପ୍ଟେମ୍ବର…
ଭୁବନେଶ୍ୱର,୨୦ା୮(ଅନିଲ ଦାସ): ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ।…
ଭୁବନେଶ୍ୱର,୨୦ା୮(ସତ୍ୟଜିତ୍ ରାଉତ): ଓଡ଼ିଶାରେ ଅପରେଟ୍ ହେଉଥିବା ସିମ୍ବକ୍ସ ନେଟୱର୍କ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଏହାର ଲିଙ୍କ୍ ଝାଡ଼ଖଣ୍ଡରେ ରହିଥିବା ଜଣାପଡ଼ିଛି।…