ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ଭୁବନେଶ୍ୱର,୨।୨: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।…
ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ…
ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ…
ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ…
ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ ।…
ଭୁବନେଶ୍ବର,୨।୨: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ ।…
ବଣାଇଁ,୨ା୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡ଼ା ବନାଞ୍ଚଳରେ ୨୩ ଟିକିଆ ହାତୀପଲ ରାତିଦିନ ଘୂରି ବୁଲୁଛନ୍ତି। ଏହା ଭିତରୁ ଏକ ଗୋଠଛଡ଼ା ଦନ୍ତା କେତେବେଳେ ଗାଁ ଭିତରେ…
ରାଉରକେଲା,୨ା୨(ସଙ୍ଗୀତା ଜେନା): ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରାଉରକେଲାରୁ କୁଆଁରମୁଣ୍ଡା ଯାଉଥିବା ଏକ ୧୮ଚକିଆ ଟ୍ରକ୍ ରବିବାର ବିଳମ୍ବିତ ରାତିରେ ଅଣାୟତ ହୋଇ ଯମୁନା ନାକି ବ୍ରିଜର…