କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ…
ଭୁବନେଶ୍ୱର,୮।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ…
ଭୁବନେଶ୍ୱର,୮।୮(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍ ଏବଂ ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…
ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ…
ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍ ଉଦୟଗିରି ଥାନା…
ଭୁବନେଶ୍ୱର,୭ା୮: ରାଜ୍ୟ ସରକାର ୨ ଜଣ ସବ୍-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜଗତପୁରରେ କାର୍ଯ୍ୟରତ ସବ୍-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର…
ଭୁବନେଶ୍ୱର,୭ା୮: ହାଇଦ୍ରାବାଦଠାରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକାର କନ୍ସଲ ଜେନେରାଲ ଜେନିଫର୍ ଲାର୍ସନ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍ମା ପୋଲିସ…
ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି…