ରାଜ୍ୟ

୫ ଦିନିଆ ରିମାଣ୍ଡରେ ଯିବେ ନକଲି ଡାକ୍ତର

ଭୁବନେଶ୍ୱର,୧୯।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଶନିବାରଠାରୁ ୫ ଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେବାକୁ ଭୁବନେଶ୍ବର ଏସଡିଜେଏମ୍‌ କୋର୍ଟ ଅନୁମତି ଦେଇଛନ୍ତି । ମହିଳା…

2 years ago

ରବିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଅନ୍ତିମ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ମତଦାନ ହେବ। ଏ ନେଇ ଶୁକ୍ରବାର ସାରୁ ପ୍ରଚାର ଶେଷ ହୋଇ ଥିବା ବେଳେ ଶନିବାର…

2 years ago

୨ ବୁଥ୍‌ରେ ପଡ଼ିଲାନି ଖଣ୍ଡିଏ ଭୋଟ

ଢେଙ୍କାନାଳ ଅଫିସ୍‌, ୧୯ ।୨ ଅନୁରୋଧ କଲେ। ଦାବି ଜଣାଇଲେ। ପ୍ରତିବାଦ କଲେ। ହେଲେ ଲୋକମାନଙ୍କ ସମସ୍ୟାକୁ କେହି ଗୁରୁତ୍ୱ ଦେଲେନି କି ଦୁର୍ଗାପ୍ରସାଦକୁ ମିଳିଲାନି ରାଜସ୍ବ…

2 years ago

ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨ ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି।…

2 years ago

ସଦରରେ ୮୧.୭୩, ଓଡ଼ାପଡ଼ାରେ ୮୦.୪୩%

ଢେଙ୍କାନାଳ ଅଫିସ, ୧୯ ।୨ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟରେ ରାଜନୈତିକ ହିଂସାକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଢେଙ୍କାନାଳ ଜିଲାରେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ…

2 years ago

ଖାଲି ବାକ୍ସ ନେଇ ଫେରିଲେ ପୋଲିଂ ଅଧିକାରୀ

ବାରିପଦା ଅଫିସ,୧୯ ।୨ ମୟୂରଭଞ୍ଜ ଜିଲାର ୫ ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ଶୁଳିଆପଦା ବ୍ଲକର କୁଜିଡିହୀ, ଫାନିଆ, ବାଘଡ଼ା…

2 years ago

ଗଜପତିଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର କରୋନା ପଜିଟିଭ ହୋଇଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ…

2 years ago

ନଦୀଗର୍ଭରେ ଖସିପଡିଲା ଟ୍ରଲର, ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ତୁମୁଶିଙ୍ଗା ଥାନା ବ୍ରାହ୍ମଣୀ ନଦୀର କମଗରା ଘାଟ ନିକଟରେ ଏକ ଦୁର୍ଘଟଣା ଘଟିଛି। ଶନିବାର ଭୋର ସମୟରେ ଏକ ୨୨ ଚକିଆ…

2 years ago

ନବରଙ୍ଗପୁର ବସ୍‌ ଦୁର୍ଘଟଣା: ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୯।୨(ବ୍ୟୁରୋ): ନବରଙ୍ଗପୁର ସୋରିଷପଦର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।…

2 years ago

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ ପଜିଟିଭ୍‌

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୭ ଜଣ ପିଲା ଅଛନ୍ତି। ସେହିପରି ୩୧୦…

2 years ago