ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି ହୋଇଛି।…

2 years ago

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ…

2 years ago

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼ ଉପରେ…

2 years ago

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଭୁବନେଶ୍ବର,୫।୭: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ…

2 years ago

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨…

2 years ago

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ…

2 years ago

ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ…

2 years ago

ବବି ଦାସଙ୍କ ନାମରେ ଏତଲା

ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ…

2 years ago

ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୫।୭: ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଛନ୍ତି। ସୁଡା ପ୍ରକଳ୍ପ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଏବଂ ପୌର ନିର୍ଦ୍ଦେଶକ ଥିବା…

2 years ago

ପିଲାଙ୍କ ପାଇଁ ଆସିଲା ଖୁସିଖବର: ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, କେବେଠୁ ହେବ ଲାଗୁ

ଭୁବନେଶ୍ୱର,୫।୭: ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସିଖବର। ଏଣିକି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ । ଅପହଞ୍ଚ ଅଞ୍ଚଳରେ ପିଲାଙ୍କ…

2 years ago