ରାଜ୍ୟ

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ…

2 years ago

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନି…

2 years ago

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ ଚରଣ…

2 years ago

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା ପ୍ରଚାର…

2 years ago

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ…

2 years ago

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ ମାଗିଛନ୍ତି।…

2 years ago

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ…

2 years ago

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ ମାଡ଼…

2 years ago

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ…

2 years ago

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା। ରାସ୍ତାରେ…

2 years ago