ରାଜ୍ୟ

ପ୍ରଥମ ଦିନରେ ୮୭୭୨ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ଫେବୃୟାରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ସୋମବାର ନାମାଙ୍କନ ପତ୍ର ଦାଖଲ କରାଯିବା…

2 years ago

ନିଶା କାରବାର ରୋକିବ ଟାକ୍ସ ଫୋର୍ସ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ଡ୍ରଗ୍ସ ଚାଲାଣ ରୋକିବା ନେଇ ଟାକ୍ସ ଫୋର୍ସ ଗଠନ କରାଯିବ। ଏହି ଟାକ୍ସ ଫୋର୍ସ ଅବସରପ୍ରାପ୍ତ ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ହେବ। ମୁଖ୍ୟ ସଚିବ…

2 years ago

ମୁମ୍ବାଇରେ ଖୋଲିବ ଚଏସ୍‌-କିସ୍‌ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍‌ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍‌ ଓ ମୁମ୍ବାଇସ୍ଥିତ ଚଏସ୍‌ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ…

2 years ago

ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି। ଜାନୁୟାରୀ…

2 years ago

ଥଣ୍ଡା କାଶ ହେଲେ ତୁରନ୍ତ ଆଇସୋଲେଟ କରାନ୍ତୁ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍‌ ଥିବା ବେଳେ…

2 years ago

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ…

2 years ago

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ…

2 years ago

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧୭ା୧: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ସୋମବାରଠାରୁ ପୁଣି ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ କୁହୁଡ଼ି ଯୋଗୁ ଗତ ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ…

2 years ago

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ…

2 years ago

ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।…

2 years ago