ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର…
ଭୁବନେଶ୍ୱର, ୩୦।୫(ସୁନିତ୍ ମିଶ୍ର)ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ୍ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ…
ବିଞ୍ଝାରପୁର,୩୦ା୫(ରାମକୃଷ୍ଣ ଦାସ):ଭାଜପା ରୋଡ୍ ଶୋ’ରେ ବ୍ୟବହୃତ ବାଣରୁ ବିଞ୍ଝାରପୁର ଥାନା ଛକରେ ବୁଧବାର ମଧ୍ୟାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥାନାଛକର ଏକ କାଠ ତିଆରି ସାମଗ୍ରୀ…
ବାଲେଶ୍ୱର, ୩୦।୫(ମାନସ ବିଶ୍ୱାଳ)ଭାଜପା ଯାହା ଚାହୁଁଛି ବିଜେଡି ତାକୁ ସମର୍ଥନ କରୁଛି। ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି। ମାତ୍ର ନିର୍ବାଚନ ପରେ ପୁଣି ଭାଜପା-ବିଜେଡି ଏକାଠି…
ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ…
ପୁରୀ/କଟକ,୩୦।୫(ଅଜିତ୍ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ…
ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ନୂଆଦିଲ୍ଲୀ,୨୯ା୫: ନିର୍ବାଚନ କମିଶନ(ଇସି)ଙ୍କ କଟକଣା ସତ୍ତ୍ୱେ ଓଡ଼ିଶାର ଏକ ଟିଭି ଚ୍ୟାନେଲ ଏକ୍ଜିଟ ପୋଲ୍ ସମ୍ପର୍କିତ ଖବର ପ୍ରସାରଣ କରୁଥିବା ନେଇ ଅଭିଯୋଗ ହୋଇଥିଲା। କମିଶନ ବୁଧବାର…
ପୁରୀ,୨୯।୫: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏକ ବଡଧରଣର ଅଘଟଣ ଘଟିଛି। ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ମହାପ୍ରଭୁ ଚାପ…