ରାଜ୍ୟ

ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ…

2 years ago

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ

ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି।…

2 years ago

ବାଇକ୍‌କୁ ପିଟିଲା ଟିପ୍ପର: ଚାଲିଗଲା ବାପ-ପୁଅଙ୍କ ଜୀବନ

ଯାଜପୁର,୬।୪: ଯାଜପୁର ଜିଲା ସଦର ଥାନା ଅଧୀନ ବରୁହାଁ ଛକ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

2 years ago

ପିକ୍‌ଅପ୍‌ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍‌ଅପ୍‌…

2 years ago

ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…

ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ…

2 years ago

ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ…

2 years ago

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ

ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ।…

2 years ago

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ…

2 years ago

ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା

ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର…

2 years ago

ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର

ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ…

2 years ago