ରାଜ୍ୟ

ଆଜି ଓଡ଼ିଶାରେ ପ୍ରଚାର କରିବେ ରାମ, ଏହି ସବୁ ଜିଲାକୁ ଯାଇ ମାଗିବେ ଭୋଟ୍‌

ଭୁବନେଶ୍ୱର,୨୨।୫: ନିର୍ବାଚନ ପ୍ରଚାରରେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପାର ଟପ ଲିଡର । ଆଜି ଓଡ଼ିଶାରେ ପ୍ରଚାର କରିବେ ଭାଜପା ନେତା ତଥା ରାମାୟଣ ସିରିଏଲରେ…

2 years ago

ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨୨।୫(ସୁନିତ୍‌ ମିଶ୍ର):ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ…

2 years ago

ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ, ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ…

2 years ago

ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୨।୫: କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥ୍‌ରେ ପୁନଃ ମତଦାନ ହେବ।…

2 years ago

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ।…

2 years ago

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ ଭାଜପା…

2 years ago

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ…

2 years ago

ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…

ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ…

2 years ago

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି…

2 years ago

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ…

2 years ago