ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍ଅପ୍…
ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ…
ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ…
ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ।…
ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍ମିଟ୍ କାର୍ଡ ଦେବା ସମୟରେ…
ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର…
ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ…
ଯାଜପୁର,୬ା୪(ହର୍ଷବର୍ଦ୍ଧନ ବେହେରା): ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ଘୋଷଣା ହୋଇଛି। ଏହାପରେ ବି ଯାଜପୁର ଜିଲାର କୋରେଇ, ବରୀ ଓ ବଡ଼ଚଣା ବିଧାନସଭା ପାଇଁ…
ଭୁବନେଶ୍ୱର,୫।୪: ସୁର ରାଉତରାୟଙ୍କ ବୁଝୁନି ମନ । ଗତକାଲି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କଡ଼ା ନିର୍ଦ୍ଦେଶ ପରେ ବି ବିଜେଡି ଏମପି ପ୍ରାର୍ଥୀ ତଥା ନିଜ…
ସମ୍ବଲପୁର,୫।୪: ଓଡ଼ିଶା ରାଜନୀତିର ହଟସ୍ପଟ ପାଲଟିଥିବା ସମ୍ବଲପୁରରେ ଆରମ୍ଭ ହେଲା ଲଢ଼େଇ। ଭୋଟ ପାଇଁ ମଇଦାନରେ ଦୁଇ ହେଭିୱେଟ। ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ…