ରାଜ୍ୟ

୧୮୬ରୁ ଅଧିକ ମୃତଦେହ ଦାହ ସଂସ୍କାର କଲେଣି ସାନଦାଦା

ମୋରଡ଼ା,୩୧ା୩(ସ୍ମାରକ ମାଜୀ)ସଂସାରରେ ଜୀବନ ଯାତ୍ରା ସରିବା ପରେ ମୁକ୍ତି ଯାତ୍ରା ଅନିବାର୍ଯ୍ୟ। ତେବେ ଏହି ମୁକ୍ତି ଯାତ୍ରାର ବାହକ ହୁଅନ୍ତି ନିଜ ରକ୍ତ ସମ୍ପର୍କୀୟ ଓ଼ ଆତ୍ମୀୟ…

2 years ago

ରାସ୍ତା ନ ଥିବାରୁ ଦୋଳାରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୩୧ା୩(ଅରୁଣ ସାହୁ)ଦାରିଙ୍ଗବାଡ଼ିର ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାରୁ ମୁକ୍ତି ମିଳୁନି। ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନା ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ହାସ୍ୟାସ୍ପଦ ପାଲଟିଛି। ବାଇକ୍‌ ଆମ୍ବୁଲାନ୍ସ…

2 years ago

ନିର୍ମାଣରେ ତ୍ରୁଟି, ଭୁଶୁଡ଼ିବ ମେଡିକାଲ କଲେଜ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ)କନ୍ଧମାଳ ଜିଲାର ବହୁ ପ୍ରତୀକ୍ଷିତ ମେଡିକାଲ କଲେଜ ନିର୍ମାଣରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି ା କେହି ତ୍ରୁଟି କଲେ କାଳେ କିଏ ଧରିବ,…

2 years ago

ପ୍ରାର୍ଥୀ ଚୟନ ବିଳମ୍ବ: କଂଗ୍ରେସ, ଭାଜପା କର୍ମୀ ନିରାଶ

ଦାରିଙ୍ଗବାଡ଼ି,୩୧ା୩ (ଅରୁଣ ସାହୁ)କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ବିଧାନସଭା ପ୍ରାର୍ଥୀ ଘୋଷଣା ପରେ ଏବେ ସମସ୍ତଙ୍କ ନଜର କଂଗ୍ରେସ ଓ ଭାଜପା ଉପରେ। ପ୍ରାର୍ଥୀ…

2 years ago

ସୁରେଶ୍ୱରୀ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

ବଇଣ୍ଡା,୩୧।୩(ପରିକ୍ଷିତ ସାହୁ)ଦୀର୍ଘ ୧୪ ବର୍ଷ ଧରି ଚାଷୀମାନେ ଆନ୍ଦୋଳନ ଚଳାଇଛନ୍ତି। ବର୍ଷ ବର୍ଷ ଧରି ଧାରଣା ଦେଇଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତଠାରେ…

2 years ago

କେନ୍ଦ୍ରାପଡ଼ା ବିଧାନସଭା ଆସନ: ଆଶାୟୀ ପ୍ରାର୍ଥୀଙ୍କ ବଢୁଛି ଉତ୍କଣ୍ଠା

କେନ୍ଦ୍ରାପଡ଼ା, ୩୧ା୩(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର କେନ୍ଦ୍ରାପଡ଼ା ବିଧାନସଭା ଆସନ ଗତ ସାଧାରଣ ନିର୍ବାଚନ ପରି ଏଥର ବି ଚର୍ଚ୍ଚାରେ ରହିଛି। ବିଜେଡି ଜିଲାର ଅନ୍ୟ ୪ ବିଧାନସଭା…

2 years ago

ସୂଚନା ବିଜ୍ଞାନୀ ରବୀନ୍ଦ୍ରଙ୍କୁ ଭାଜପା ଟିକେଟ୍‌

ଯାଜପୁର ଲୋକ ସଭା, ରସୁଲପୁର, ୩୧ା୩ (ରଞ୍ଜିତ ରାଉତ)ଭାଜପା ଶନିବାର ଯାଜପୁର ସଂରକ୍ଷିତ ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀ ଘୋଷଣା କରିଛି। ପୁରୁଣା ନେତାଙ୍କୁ ନ…

2 years ago

ଖାଦ୍ୟ ଅଭାବ, ଗାଁ ମୁହାଁ ବିଲୁଆ

ମହାକାଳପଡ଼ା,୩୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ)ଅସନ୍ତୁଳିତ ପରିବେଶ, ଜଳବାୟୁ ପରିବର୍ତ୍ତନ, ଜଙ୍ଗଲ ଧ୍ୱଂସ, କିଆବୁଦା ହ୍ରାସ ସାଙ୍ଗକୁ ଖାଦ୍ୟାଭାବ ବିଲୁଆ ବଂଶ ପାଇଁ ବିପଦ ସାଜିଛି। ଖାଦ୍ୟାଭାବ କାରଣରୁ ଏବେ…

2 years ago

ମହାନଦୀରେ ସ୍ନାନ ପାଇଁ ହେବ ବ୍ୟାରିକେଡ୍‌

ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଜିଲାପାଳଙ୍କ ମିନି କନ୍‌ଫରେନ୍ସ ହଲ୍‌ରେ ଖଣ୍ଡପଡ଼ା ବ୍ଲ୍ଳକର କଣ୍ଟିଲୋ ଶ୍ରୀନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ…

2 years ago

ଝୁଲୁଛି ଭାଜପା, କଂଗ୍ରେସର ପ୍ରାର୍ଥୀ ତାଲିକା

ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଥିବାବେଳେ ଭାଜପା ଓ କଂଗ୍ରେସ ପକ୍ଷରୁ କୌଣସି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଦିଆଯାଇ ପାରିନାହିଁ। ସବୁ ନିର୍ବାଚନମଣ୍ଡଳୀରେ ୨…

2 years ago