ରାଜ୍ୟ

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ…

2 years ago

ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି…

2 years ago

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ ଥାନା…

2 years ago

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ…

2 years ago

ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍‌

ସୁନ୍ଦରଗଡ଼,୨୭।୧୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର…

2 years ago

ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା ଏକ…

2 years ago

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ…

2 years ago

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ…

2 years ago

ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ…

2 years ago

ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ…

2 years ago