ପୁରୀ,୮ା୭(ଅଜିତ୍ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି।…
ଭୁବନେଶ୍ୱର,୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପରିଚୟ ବହନ କରୁଥିବା ଅନେକ ଜିନିଷକୁ ନେଇ ବହୁ ସମୟରେ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି। ବିଶେଷକରି ଓଡ଼ିଶାର ଅନେକ ଖାଦ୍ୟକୁ ନେଇ ସାମାଜିକ ଗଣମାଧ୍ୟମରେ…
ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ସାଧାରଣ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳପଥ ଆସନ୍ତା ଦୁଇ ଆର୍ଥିକ ବର୍ଷ ୨୦୨୪-୨୫ ଓ ୨୦୨୫-୨୬ରେ ୧୦ ହଜାର ନନ୍-ଏସି କୋଚ୍ ନିର୍ମାଣ କରିବାକୁ…
ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ…
ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍ ପଲିସି)କୁ ପାଳନ କରୁ…
ଭୁବନେଶ୍ୱର, ୮।୭: ନୟାଗଡ଼ ଜିଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମିରେ ଅଣଜଙ୍ଗଲ…
ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ…
ଲାଞ୍ଜିଗଡ଼,୮ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ ଲାଞ୍ଜିଗଡ଼ ସେକ୍ସନର ଗୌଡ଼ଥୁଆଗୁଡା ଗାଁରେ ହାତୀପଲ ଉପଦ୍ରବ କରିଛନ୍ତି। ରବିବାର ରାତିରେ ୧୦…
ଭୁବନେଶ୍ୱର,୮।୭: ବିଜେଡି ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟଙ୍କ ବୟାନଙ୍କୁ ନେଇ କାଉଣ୍ଟର ଆଟାକ୍ କରିଛନ୍ତି ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଏମିତି କହିବାକୁ ଦେବାଶିଷଙ୍କୁ କିଏ…
ପୁରୀ,୮।୭: ରଥଯାତ୍ରା ବେଳେ ପୁରୀରେ ଡାକ୍ତରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତର ଶାନ୍ତନୁ ପାଢ଼ୀଙ୍କୁ ପୋଲିସ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।…