ରାଜ୍ୟ

ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ

କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା - ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ…

2 years ago

ବୃତ୍ତିଗତ ଉଦ୍ୟମରୁ ସଫଳ ଉଦ୍ୟୋଗୀ

କଳା, ସଂସ୍କୃତି ଓ ସାହିତ୍ୟ ପରିବେଶରେ ବାଲ୍ୟଜୀବନ ବିତିଥିଲା। ବିଦ୍ୟାଳୟ ଶିକ୍ଷା ଆରମ୍ଭରୁ ସଙ୍ଗୀତ ପ୍ରତି ବେଶ୍‌ ଦୁର୍ବଳତା ଥିଲା। ପରବର୍ତ୍ତୀ ସମୟରେ ବିଦ୍ୟା(ଶିକ୍ଷା) ଓ ବୃତ୍ତି(ସଙ୍ଗୀତ)…

2 years ago

‘ଉଦ୍ୟୋଗୀମାନେ ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ଉଚିତ’

କର୍କଟ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାବେଳେ ୨୦୨୦ରେ କଟକରେ ପ୍ରତିଷ୍ଠା ହୋଇଥିଲା ‘କାର୍ସିନୋଭା କ୍ୟାନ୍‌ସର ହସ୍ପିଟାଲ’। କମ୍‌ ଖର୍ଚ୍ଚରେ ଉଚ୍ଚକୋଟୀର ସ୍ବାସ୍ଥ୍ୟସେବା ଯୋଗାଇବା ହସ୍ପିଟାଲର ଲକ୍ଷ୍ୟ…

2 years ago

କଟକ ମେୟରଙ୍କୁ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ସମୟ ପାଖେଇ ଆସୁଥିବାବେଳେ ସମସ୍ତ ଦଳରେ ଅଙ୍କ କଷା ଜାରି ରହିଛି। ଆଶାୟୀଙ୍କ ତାଲିକା ଲମ୍ବା ରହିଛି ସତ ହେଲେ ଦଳ କାହାକୁ…

2 years ago

ସରିଲା ଯୁକ୍ତ୨ ପରୀକ୍ଷା: ଶୁକ୍ରବାରରୁ ମୂଲ୍ୟାୟନ

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ମୋଟ ୬୪୯ ଛାତ୍ରୀଛାତ୍ର କପି କରି…

2 years ago

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ…

2 years ago

ଓ୍ବାର୍‌ ରୁମ୍‌ କରି ବିଭିନ୍ନ ଯୋଜନାର ତଥ୍ୟ ନିଅ

ଭୁବନେଶ୍ୱର, ୨୧ା୩(ସୁନିତ୍‌ ମିଶ୍ର)ପୁରୀ ଏବଂ କେନ୍ଦ୍ରାପଡ଼ା ଲୋକ ସଭା ଆସନ ଓ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ର ନେଇ ନିକଟରେ ବିଜେଡି ଶୀର୍ଷ ନେତୃତ୍ୱ ନବୀନ ନିବାସରେ…

2 years ago

ପୋଷ୍ଟର, ପାମ୍ପଲେଟ୍‌ ମୁଦ୍ରଣ ଉପରେ କଟକଣା

କଟକ,୨୧ା୩ (କାର୍ତ୍ତିକ ସାହୁ)ନିର୍ବାଚନ ପାଇଁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ନିର୍ବାଚନୀ ପୋଷ୍ଟର ଓ ପାମ୍ପଲେଟ୍‌ ମୁଦ୍ରଣ ଉପରେ ଭାରତୀୟ ନିର୍ବାଚନ କମିଶନ…

2 years ago

‘ଏକାକୀ ଲଢ଼ିଲେ ସରକାର ଗଢ଼ିବା ଭଳି ଲଢ଼ିବୁ’

ଭୁବନେଶ୍ୱର,୨୧ା୩(ଅନିଲ ଦାସ): ରାଜ୍ୟରେ ସମ୍ଭାବ୍ୟ ବିଜେଡି-ଭାଜପା ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରିରହିଛି। ଉଭୟ ଦଳ ଏ ନେଇ ସ୍ପଷ୍ଟ କରୁ ନ ଥିଲେ ମଧ୍ୟ ଆଗାମୀ ଦିନରେ…

2 years ago

ପୁରୀ-କଟକରେ ଭାଙ୍ଗିଲା ଶହେ ବର୍ଷର ରେକର୍ଡ, ସମଗ୍ର ରାଜ୍ୟରେ ଖରା ଦିନରେ ପ୍ରବଳ ଶୀତ

ଭୁବନେଶ୍ୱର,୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ସମଗ୍ର ଓଡ଼ିଶାରେ…

2 years ago