ରାଜ୍ୟ

ଆଜିଠୁ ଖୋଲିବ ଷଷ୍ଠ, ସପ୍ତମ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଏହି ଦୁଇ ଶ୍ରେଣୀର ପିଲାମାନେ ଏବେ ଶ୍ରେଣୀ ଗୃହରେ ବସି ପାଠ…

2 years ago

ପଞ୍ଚକ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ, ୧୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ବଡ଼ ଏକାଦଶୀ ସୋମବାରଠାରୁ ପଞ୍ଚକ ଆରମ୍ଭ ହେଉଛି। ପଞ୍ଚକ ୫ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ…

2 years ago

ଏକାମ୍ର ହାଟରେ ଖୋଲିଲା ମୁକ୍ତ ପାଠାଗାର

ଭୁବନେଶ୍ୱର,୧୫।୧୧ (ବ୍ୟୁରୋ): ଶିଶୁ ଦିବସ ଅବସରରେ ରବିବାର ଏକାମ୍ର ହାଟଠାରେ ମୁକ୍ତ ପାଠାଗାର ଖୋଲିଛି। ବହି ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ବଢାଇବା ପାଇଁ ହସ୍ତଶିଳ୍ପ ବିଭାଗ…

2 years ago

ରୂପାନ୍ତରର ପ୍ରଥମ ପାହାଚ ଶିକ୍ଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ): ରାଜ୍ୟରେ ଏବେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ସ୍କୁଲ ରୂପାନ୍ତରଣ ଚାଲିଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ ଜିଲାରୁ ୧,୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ହେବ।…

2 years ago

ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର…

2 years ago

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ…

2 years ago

ମନ୍ଦିରରେ ପତାକା ବଦଳିବା ବେଳେ ଗଲା ଜୀବନ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ବୈତରଣୀ ନଦୀକୂଳରେ ଥିବା ପରମେଶ୍ୱର ଶିବ ମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। କାର୍ତ୍ତିକ ପୂର୍ଣ୍ଣିମା ପାଇଁ ମନ୍ଦିରେ…

2 years ago

ଅପହୃତ ଜୁନିୟର ଇଞ୍ଜିନିୟରଙ୍କୁ ଜଙ୍ଗଲରେ ଖୋଜୁଛନ୍ତି ସ୍ତ୍ରୀ

ମାଲକାନଗିରି,୧୪ା୧୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଅପହରଣ କରିନେଇଛନ୍ତି। ତାଙ୍କୁ ଉଦ୍ଧାର କରିବାରେ ପୋଲିସ ପ୍ରଶାସନ ଫେଲ୍‌ ମାରିବା ପରେ…

2 years ago

ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲା ବିଜେପୁର-ପଦ୍ମପୁର ରାସ୍ତା ଏବଂ ଭଟଲି-ଅମ୍ବାଭୋନା ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଛି।…

2 years ago

ଆମ୍ବଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଦୁଇ ଜୀବନ, ଜଣେ ଗୁରୁତର

ରାଇକିଆ,୧୪ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ଲେଶୁଡ଼ିମହା ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ…

2 years ago