ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି…
କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ରାଇକାଳା ଗାଁରେ ସୋମବାର ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ନିକଟରେ…
କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ସମସ୍ତ ବିଧିବିଧାନ ପାଳିତ ହେଉଥିଲା। ସମସ୍ତଙ୍କର ମିଳିତ ସହଯୋଗରେ, ସହମତିରେ ହୋଇଥିବାର ବର୍ଣ୍ଣନା ମିଳୁଛି। ତେଣୁ ଗଜପତି ଲାଙ୍ଗୁଳା ନରସିଂହଦେବଙ୍କ…
ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା…
ଭୁବନେଶ୍ୱର, ୧ା୭ (ଅସମାପିକା ସାହୁ): ଭାଜପାର ସମ୍ବର୍ଦ୍ଧନା ସଭା ରବିବାର ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ…
ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ…
ମହାକାଳପଡ଼ା,୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି…
ଢେଙ୍କାନାଳ,୧ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସବୁଜିମା ଜଙ୍ଗଲ ସପ୍ତଶଯ୍ୟା ବୁଲିବାକୁ ଆସିଥିବାବେଳେ ୫ଜଣ ଛାତ୍ର ରବିବାର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସହିତ ଆସିଥିବା ଅନ୍ୟ…
ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍ଡିଜେଏମ୍ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬…