ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ…
ନୂଆଦିଲ୍ଲୀ / ଭୁବନେଶ୍ୱର,୨।୩(ଅନିଲ ଦାସ): ଚଳିତ ବର୍ଷ ତାତି କଲବଲ କରିବ। ପାରଦ ଉପରମୁହଁା ହେବ। ଗ୍ରୀଷ୍ମଲହର (ହିଟ୍ଓ୍ବେଭ) ଅଧିକାଂଶ ସମୟରେ ଜାରି ରହିବ। ଉପାନ୍ତରୁ ଉପକୂଳ…
ଭୁବନେଶ୍ୱର,୧ା୩: ଶୁକ୍ରବାର ରାତି କିମ୍ବା ଶନିବାର ସୁଦ୍ଧା ଭାଜପାର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଆସିବ। ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଏପରି…
ଭୁବନେଶ୍ୱର,୧ା୩: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ଚିତାବାଘ ଜନସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା…
ଭୁବନେଶ୍ୱର,୧।୩: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କାଳିଆ ଯୋଜନାକୁ ନେଇ ବଡ ଘୋଷଣା କରାଯିବା ପରେ ଏବେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଉପକୃତ ହେବେ।…
ଭୁବନେଶ୍ୱର,୧ା୩(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।…
ଭୁବନେଶ୍ୱର,୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ବରମୁଣ୍ଡାଠାରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଡକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସ୍ ଷ୍ଟାଣ୍ଡ…
ଭୁବନେଶ୍ୱର,୧।୩: ଆଗାମୀ ନିର୍ବାଚନରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସହ ପ୍ରଭାରୀ ଲତା ଉସେଣ୍ଡି ମେଣ୍ଟ ଚର୍ଚ୍ଚାକୁ ନେଇ…
ଭୁବନେଶ୍ୱର,୧।୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ…
ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା…