ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି।…
ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ।…
ଭୁବନେଶ୍ୱର,୧ା୩: ପ୍ରଦେଶ କଂଗ୍ରେସ ଉପସଭାପତି ରଜତ ଚୌଧୁରୀ ଶୁକ୍ରବାର କଂଗ୍ରେସ ଛାଡ଼ିଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ବି ସେ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ…
ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ…
ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର…
ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଦୀର୍ଘବର୍ଷ ଧରି ବିଜେଡି ପ୍ରାର୍ଥୀ ଜିତି ଆସୁଥିବା ବେଳେ ୨୦୧୯ ନିର୍ବାଚନରେ ଭାଜପାରୁ ଅପରାଜିତା ଷଡ଼ଙ୍ଗୀ ଏମ୍ପି ହୋଇଥିଲେ। ୨୦୨୪ ଲୋକ…
ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ…
ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍ ରିଡ୍ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି…
ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ…
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର…